ଦେଖନ୍ତୁ କେମିତି ଜନ୍ମାଷ୍ଟମୀରେ ଆଣ୍ଠୁଆ ଗୋପାଳଙ୍କୁ ପୂଜା କଲେ ହିରୋଇନ Jhilik Bhatacharjee, ଦେଖନ୍ତୁ Video

ବନ୍ଧୁଗଣ ଆପଣ ମାନେ ସମସ୍ତେ ଆମ ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ ଅଭିନୟ କରୁଥିବା ସମସ୍ତ ଅଭିନେତ୍ରୀ ମାନଙ୍କୁ ବେସ ଭଲ ଭାବରେ ଜାଣିଥିବେ । ଏହି ଅଭିନେତ୍ରୀ ମାନେ ନିଜ ଫିଲ୍ମ ଓ ନିଜ ସୁନ୍ଦରତା ପାଇଁ ସବୁବେଳେ ଚର୍ଚ୍ଚାରେ ରୁହନ୍ତି । ତେବେ ଆଜି ଆମେ ଆପଣ ମାନଙ୍କୁ ଯେଉଁ ଓଡିଆ ଅଭିନେତ୍ରୀ ଜଣକଙ୍କ ବିଷୟରେ କହିବାକୁ ଯାଉଛୁ ସେ ଆମ ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ ଅଭିନୟ କରି ପ୍ରସିଦ୍ଧି ହାସଲ କରିଛନ୍ତି ।

ତେବେ ଏହି ଅଭିନେତ୍ରୀ ଜଣକ ଆଉ କେହି ନୁହେଁ ଏ ହେଉଛନ୍ତି ଝିଲିକ ଭଟ୍ଟାଚାର୍ଜ୍ୟ ।  ବନ୍ଧୁଗଣ ଆପଣ ମାନେ ସମସ୍ତେ ଝିଲିକଙ୍କ ଅନେକ ସୁପର ହିଟ ଫିଲ୍ମରେ ଅଭିନୟ କରୁଥିବାର ନିଶ୍ଚୟ ଦେଖିଥିବେ । ଝିଲିକ ନିଜ ଜୀବନରେ ବହୁତ କଷ୍ଟ ଓ ସଂଘର୍ଷ କରି ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ ସଫଳତା ହାସଲ କରିଛନ୍ତି । ଝିଲିକ ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ ଅଭିନୟ କରି ସୁନାମ ଅର୍ଜନ କରିଛନ୍ତି ଓ ତାଙ୍କ ଲୋକପ୍ରିୟତା ମଧ୍ୟ ବେସ ଅଧିକ ରହିଛି ।

ତେବେ ଆସିବା ଦିନରୁ ଝିଲିକ ସୋସିଆଲ ମିଡିଆରେ ବହୁତ ଆକ୍ଟିଭ ରୁହନ୍ତି । ସେ ନିଜର ଅନେକ ଫଟୋ ଓ ଭିଡିଓ ନିଜ ସୋସିଆଲ ମିଡିଆ ଆକାଉଣ୍ଟରେ ଅପଲୋଡ କରନ୍ତି ଯାହା ଦେଖୁ ଦେଖୁ ଭାଇରାଲ ହୋଇଯାଏ । ଓଡିଶା ବାସୀ ଝିଲିକଙ୍କ ସୁନ୍ଦରତା ଓ ତାଙ୍କ ଲାଇଫ ଷ୍ଟାଇଲକୁ ବେସ ଅଧିକ ପସନ୍ଦ କରନ୍ତି । ତେବେ ବନ୍ଧୁଗଣ ଗତ କିଛି ସମୟ ହେବ ଝିଲିକଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ବହୁତ ଭାଇରାଲ ହେବାରେ ଲାଗିଛି ।

ଏହି ଭିଡିଓକୁ ନେଇ ଏବେ ସବୁ ଆଡେ ଚର୍ଚ୍ଚା ଜୋର ଧରିଛି । ଆଜି ଆମେ ଆପଣ ମାନଙ୍କୁ ଝିଲିକଙ୍କ ଏହି ଭିଡିଓ ବିଷୟରେ କହିବାକୁ ଯାଉଛୁ । ତା ହେଲେ ବନ୍ଧୁଗଣ ଆଉ ଡେରି ନକରି ଆସନ୍ତୁ ଜାଣିବା ଏହି ଭିଡିଓ ବିଷୟରେ । ବନ୍ଧୁଗଣ ଆଜି ହେଉଛି ପବିତ୍ର ଜନ୍ମାଷ୍ଟମୀ ତଥା ମହାପ୍ରଭୁ ଶ୍ରୀ କୃଷ୍ଣଙ୍କର ଜନ୍ମଦିନ । ଆଜି ଝିଲିକ ଅତି ଭକ୍ତିର ସହ କୃଷ୍ଣଙ୍କ ପୂଜା କରୁଥିବାର ନଜର ଆସିଛନ୍ତି ।

ଝିଲିକ ନିଜ ଘରେ ଜନ୍ମାଷ୍ଟମୀ ଉପଲକ୍ଷେ କୃଷ୍ଣଙ୍କ ପୂଜା କରିଛନ୍ତି ଯାହାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ଝିଲିକଙ୍କ ଫ୍ୟାନ୍ସ ମାନେ ଏହି ଭିଡିଓ ଦେଖି ବେସ ଅଧିକ ଖୁସି ହୋଇଛନ୍ତି । ତା ହେଲେ ବନ୍ଧୁଗଣ ଆପଣ ମାନଙ୍କୁ ଏହି ଭିଡିଓଟି କେମିତି ଲାଗିଲା ଆମକୁ କମେଣ୍ଟ ମାଧ୍ୟମରେ ନିଶ୍ଚୟ ଜଣାଇବେ, ଧନ୍ୟବାଦ ।

Leave a Reply

Your email address will not be published. Required fields are marked *