ରିଅଲ୍ ହିରୋ Sritam Das, ବୁଲି ବୁଲି କରୁଛନ୍ତି ଏମିତି କାମ ଦେଖିଲେ ଆପଣ ବି କରିବେ ପ୍ରଶଂସା…ଦେଖନ୍ତୁ Video

ବନ୍ଧୁଗଣ ଆପଣ ମାନେ ସମସ୍ତେ ଆମ ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ ଅଭିନୟ କରୁଥିବା ସମସ୍ତ ଅଭିନେତା ମାନଙ୍କୁ ବେସ ଭଲ ଭାବରେ ଜାଣିଥିବେ । ଏହି ଅଭିନେତା ମାନେ ନିଜ ପର୍ଶନାଲ ଲାଇଫ ଓ ନିଜ ଦମଦାର ଅଭିନୟ ପାଇଁ ସୋସିଆଲ ମିଡିଆରେ ସବୁବେଳେ ଚର୍ଚ୍ଚାରେ ରୁହନ୍ତି । ତେବେ ଆଜି ଆମେ ଆପଣ ମାନଙ୍କୁ ଯେଉଁ ଓଡିଆ ଅଭିନେତା ଜଣକଙ୍କ ବିଷୟରେ କହିବାକୁ ଯାଉଛୁ ସେ ଆମ ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ ପ୍ରସିଦ୍ଧି ହାସଲ କରିଛନ୍ତି ।

ଏହି ଅଭିନେତା ଜଣକ ଆଉ କେହି ନୁହେଁ ଏ ହେଉଛନ୍ତି ଶ୍ରୀତମ ଦାସ । ଆପଣ ମାନେ ସମସ୍ତେ ଶ୍ରୀତମଙ୍କୁ ବେସ ଭଲ ଭାବରେ ଜାଣିଥିବେ । ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ ଶ୍ରୀତମ ଅନେକ ସୁପର ହିଟ ଫିଲ୍ମରେ ଅଭିନୟ କରି ସୁନାମ ଅର୍ଜନ କରିଛନ୍ତି ଓ ଆମ ଓଡିଶାରେ ତାଙ୍କ ଲୋକପ୍ରିୟତା ମଧ୍ୟ ବେସ ଅଧିକ ରହିଛି । ତେବେ ବନ୍ଧୁଗଣ ନିଜ ଅଭିନୟ ଓ ନିଜ ଲାଇଫ ଷ୍ଟାଇଲ ପାଇଁ ଶ୍ରୀତମ ସବୁବେଳେ ଚର୍ଚ୍ଚାରେ ରୁହନ୍ତି ।

ସେ ଆସିବା ଦିନରୁ ନିଜ ସୋସିଆଲ ମିଡିଆ ଆକାଉଣ୍ଟରେ ନୂଆ ନୂଆ ଫଟୋ ଓ ଭିଡିଓ ପୋଷ୍ଟ କରନ୍ତି ଯାହା ଦେଖୁ ଦେଖୁ ଭାଇରାଲ ହେଇଯାଏ । ତେବେ ବନ୍ଧୁଗଣ ଗତ କିଛି ସମୟ ହେବ ଶ୍ରୀତମଙ୍କର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ବହୁତ ମାତ୍ରାରେ ଭାଇରାଲ ହେବାରେ ଲାଗିଛି ଆଉ ଆଜି ଆମେ ଆପଣ ମାନଙ୍କୁ ଏହି ଭିଡିଓ ବିଷୟରେ କହିବାକୁ ଯାଉଛୁ ।

ଆପଣ ମାନେ ସମସ୍ତେ ଏହି ଭିଡିଓ ବିଷୟରେ ଜାଣିଲେ ନିଶ୍ଚୟ ବହୁତ ଖୁସି ହେବେ । ତା ହେଲେ ବନ୍ଧୁଗଣ ଆଉ ଡେରି ନକରି ଆସନ୍ତୁ ଜାଣିବା ଏହି ଭିଡିଓ ବିଷୟରେ ।ବନ୍ଧୁଗଣ ଆପଣ ମାନେ ସମସ୍ତେ ତ ଏହା ନିଶ୍ଚୟ ଜାଣିଥିବେ ଯେ, ଏବେ ଓଡିଶା ବନ୍ୟା ଘେରରେ ରହିଛି । ଓଡିଶାର ଅନେକ ଜିଲ୍ଲାରେ ବନ୍ୟା ସ୍ଥିତି ଉପୁଜିଛି । ଏହି ସମୟରେ ଅନେକ ଲୋକ ବାସ ହିନ ହୋଇ ପଡିଛନ୍ତି ଆଉ ଅନେକ ଲୋକ ଭୋକ ଉପାସରେ ଦିନ କାଟୁ ଛନ୍ତି ।

ଆଉ ଏହି ସମୟରେ ଶ୍ରୀତମ ଅସହାୟ ଲୋକ ମାନଙ୍କ ପାଖକୁ ଯାଇ ଖାଦ୍ୟ ବାଣ୍ଟୁ ଥିବାର ନଜର ଆସୁଛନ୍ତି । ଭାଇରାଲ ହେଉଥିବା ଭିଡିଓରେ ଶ୍ରୀତମ କିଛି ଲୋକଙ୍କ ସହ ମିଶି ବନ୍ୟା ପ୍ରଭାବିତ ଅଞ୍ଚଳକୁ ଯାଇ ଖାଦ୍ୟ ସାମଗ୍ରୀ ବାଣ୍ଟୁ ଛନ୍ତି । ଶ୍ରୀତମ ହେଉଛନ୍ତି ଜଣେ ରିଅଲ ଲାଇଫ ହିରୋ । ତା ହେଲେ ବନ୍ଧୁଗଣ ଏହି ଭିଡିଓଟି ଆପଣ ମାନଙ୍କୁ କେମିତି ଲାଗିଲା ଆମକୁ କମେଣ୍ଟ ମାଧ୍ୟମରେ ନିଶ୍ଚୟ ଜଣାଇବେ, ଧନ୍ୟବାଦ ।

Leave a Reply

Your email address will not be published. Required fields are marked *