ଦର୍ଶକ ବନ୍ଧୁ ଆପଣ ମାନେ ସମସ୍ତେ ଆମ ଓଲିଉଡ ଇଣ୍ଡଷ୍ଟ୍ରିରେ ଅଭିନୟ କରୁଥିବା ସମସ୍ତ ଅଭିନେତ୍ରୀ ମାନଙ୍କୁ ବେସ ଭଲ ଭାବରେ ଜାଣିଥିବେ । ଏହି ଅଭିନେତ୍ରୀ ମାନେ ନିଜ ଫିଲ୍ମ ଓ ନିଜ ସୁନ୍ଦରତା ପାଇଁ ସବୁବେଳେ ଚର୍ଚ୍ଚାରେ ରୁହନ୍ତି । ତେବେ ଆଜି ଆମେ ଆପଣ ମାନଙ୍କୁ ଯେଉଁ ଓଡିଆ ଅଭିନେତ୍ରୀ ଜଣକଙ୍କ ବିଷୟରେ କହିବାକୁ ଯାଉଛୁ ସେ ଆମ ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ ଅଭିନୟ କରି ପ୍ରସିଦ୍ଧି ହାସଲ କରିଛନ୍ତି ।
ତେବେ ଏହି ଅଭିନେତ୍ରୀ ଜଣକ ହେଉଛନ୍ତି ଝିଲିକ ଭଟ୍ଟାଚାର୍ଜ୍ୟ । ବନ୍ଧୁଗଣ ଆପଣ ମାନେ ସମସ୍ତେ ଝିଲିକଙ୍କ ଅନେକ ସୁପର ହିଟ ଫିଲ୍ମରେ ଅଭିନୟ କରୁଥିବାର ନିଶ୍ଚୟ ଦେଖିଥିବେ । ଝିଲିକ ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ ଅଭିନୟ କରି ସୁନାମ ଅର୍ଜନ କରିଛନ୍ତି ଓ ତାଙ୍କ ଲୋକପ୍ରିୟତା ମଧ୍ୟ ବେସ ଅଧିକ ରହିଛି । ଝିଲିକ ଓଡିଆ ଇଣ୍ଡଷ୍ଟ୍ରିରେ ଅନେକ ଦିଗଜ କଳାକାର ମାନଙ୍କ ସହ କାମ କରିଛନ୍ତି ।
ଝିଲିକ ଆସିବା ଦିନରୁ ଝିଲିକ୍ ନିଜର ଅନେକ ଫଟୋ ଓ ଭିଡିଓ ନିଜ ସୋସିଆଲ ମିଡିଆ ଆକାଉଣ୍ଟରେ ଅପଲୋଡ କରନ୍ତି ଯାହା ଦେଖୁ ଦେଖୁ ଭାଇରାଲ ହୋଇଯାଏ । ବନ୍ଧୁଗଣ ଆପଣ ମାନେ ତ ଜାଣିଥିବେ ଝିଲିକ ଗତ କିଛି ଦିନ ତଳେ ମାଆ ହୋଇଥିଲେ । ତାଙ୍କର ଦୁଇଟି ଯାଁଳା ଝିଅ ହୋଇଥିଲା । ତେବେ ବନ୍ଧୁଗଣ ଗତ କିଛି ସମୟ ହେବ ଝିଲିକଙ୍କ ଏକ ଫାମିଲି ଭିଡିଓ ସୋସିଆଲ ମିଡିଆରେ ବହୁତ ଭାଇରାଲ ହେବାରେ ଲାଗିଛି ।
ଏହି ଭିଡିଓକୁ ନେଇ ଏବେ ସବୁ ଆଡେ ଚର୍ଚ୍ଚା ଜୋର ଧରିଛି । ଆଜି ଆମେ ଆପଣ ମାନଙ୍କୁ ଝିଲିକଙ୍କ ଏହି ଭିଡିଓ ବିଷୟରେ କହିବାକୁ ଯାଉଛୁ । ତା ହେଲେ ବନ୍ଧୁଗଣ ଆଉ ଡେରି ନକରି ଆସନ୍ତୁ ଜାଣିବା ଏହି ଭିଡିଓ ବିଷୟରେ । ଦର୍ଶକ ବନ୍ଧୁ ଗତ କାଲି ଥିଲା ଝିଲିକଙ୍କ ସ୍ଵାମୀ ତଥା ବିଜେଡି ମନ୍ତ୍ରୀ ଡ୍ୟାନୀଙ୍କ ଜନ୍ମଦିନ । ଡ୍ୟାନୀଙ୍କ ଜନ୍ମଦିନ ଅବସରରେ ଝିଲିକ ଏହି ଭିଡିଓଟି ସୋସିଆଲ ମିଡିଆରେ ଅପଲୋଡ କରିଛନ୍ତି ।
ବନ୍ଧୁଗଣ ଏହି ଭିଡିଓରେ ଉଭୟ ଝିଲିକ ଓ ଡ୍ୟାନୀ ନିଜ ଦୁଇ ଝିଅଙ୍କ ସହ ନଜର ଆସୁଛନ୍ତି । ଗୋଟେ ଝିଅକୁ ଝିଲିକ କୋଳରେ ଧରି ଛନ୍ତି ଆଉ ଗୋଟେ ଝିଅକୁ ଦ୍ୟାନ ନିଜ କୋଳରେ ଧରି କେକ୍ କାଟୁ ଥିବାର ନଜର ଆସୁଛନ୍ତି । ଏହି ଭିଡିଓଟିକୁ ଝିଲିକଙ୍କ ଫ୍ୟାନ୍ସ ମାନେ ମଧ୍ୟ ବେସ ପସନ୍ଦ କରିଛନ୍ତି । ତା ହେଲେ ବନ୍ଧୁଗଣ ଆପଣ ମାନଙ୍କୁ ଏହି ଭିଡିଓଟି କେମିତି ଲାଗିଲା ଆମକୁ କମେଣ୍ଟ ମାଧ୍ୟମରେ ନିଶ୍ଚୟ ଜଣାଇବେ, ଧନ୍ୟବାଦ ।