ହିରୋଇନ Anu Choudhuri ଙ୍କ ବୋବାଲ ଡ୍ୟାନ୍ସ, ଦେଖି ଫିଦା ହେଲେ ଫ୍ୟାନ୍ସ, ଦେଖନ୍ତୁ Video 

ବନ୍ଧୁଗଣ ଆପଣ ମାନେ ସମସ୍ତେ ଆମ ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ ଅଭିନୟ କରୁଥିବା ସମସ୍ତ ଅଭିନେତ୍ରୀ ମାନଙ୍କୁ ବେସ ଭଲ ଭାବରେ ଜାଣିଥିବେ । ଏହି ଅଭିନେତ୍ରୀ ମାନେ ନିଜ ପର୍ଶନାଲ ଲାଇଫ ଓ ନିଜ ସୁନ୍ଦରତା ପାଇଁ ସବୁବେଳେ ଚର୍ଚ୍ଚାରେ ରୁହନ୍ତି । ତେବେ ବନ୍ଧୁଗଣ ଆଜି ଆମେ ଆପଣ ମାନଙ୍କୁ ଯେଉଁ ଓଡିଆ ଅଭିନେତ୍ରୀ ଜଣକଙ୍କ ବିଷୟରେ କହିବାକୁ ଯାଉଛୁ ସେ ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ ପ୍ରସିଦ୍ଧି ହାସଲ କରିଛନ୍ତି ।

ବନ୍ଧୁଗଣ ଏହି ଅଭିନେତ୍ରୀ ଜଣକ ଆଉ କେହି ନୁହେଁ ଏ ହେଉଛନ୍ତି ଅନୁ ଚୌଧୁରୀ  । ବନ୍ଧୁଗଣ ଆପଣ ମାନେ ସମସ୍ତେ ଓଡିଆ ଅଭିନେତ୍ରୀ ଅନୁ ଚୌଧୁରୀଙ୍କ ଅନେକ ସୁପର ହିଟ ଫିଲ୍ମ ଦେଖିଥିବେ । ଅନୁ ଚୌଧୁରୀ ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିର ଜଣେ ପ୍ରସିଦ୍ଧ ଅଭିନେତ୍ରୀ ଅଟନ୍ତି । ଅନୁ ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ ଅନେକ ସୁପର ହିଟ ଫିଲ୍ମ କରି ପ୍ରସିଦ୍ଧି ହାସଲ କରିଛନ୍ତି ଓ ତାଙ୍କ ଲୋକପ୍ରିୟତା ମଧ୍ୟ ବେସ ଅଧିକ ରହିଛି ।

ତେବେ ବନ୍ଧୁଗଣ ଆସିବା ଦିନରୁ ଅନୁ ସୋସିଆଲ ମିଡିଆରେ ବହୁତ ଆକ୍ଟିଭ ରୁହନ୍ତି । ଅନୁଙ୍କ ସୁନ୍ଦରତା ଓ ତାଙ୍କ ଅଭିନୟକୁ ଦର୍ଶକ ମାନେ ବେସ ପସନ୍ଦ କରନ୍ତି । ଅନୁ ସେଥିପାଇଁ ନିଜ ସୋସିଆଲ ମିଡିଆ ଆକାଉଣ୍ଟରେ ନିଜର ନୂଆ ନୂଆ ଫଟୋ ଓ ଭିଡିଓ ସେୟାର କରନ୍ତି ଯାହା ଦେଖୁ ଦେଖୁ ଭାଇରାଲ ହୋଇଯାଏ । ବନ୍ଧୁଗଣ ଗତ କିଛି ସମୟ ହେବ ଅନୁଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ବହୁତ ଭାଇରାଲ ହେଉଛି ।

ଏହି ଭିଡିଓଟି ଏବେ ସମସ୍ତ ସ୍ଥାନରେ ଚର୍ଚ୍ଚାର ବିଷୟ ମଧ୍ୟ ପାଲଟିଛି । ଆଉ ଆଜି ଆମେ ଆପଣ ମାନଙ୍କୁ ଅନୁଙ୍କ ଏହି ଭିଡିଓ ବିଷୟରେ କହିବାକୁ ଯାଉଛୁ । ତା ହେଲେ ବନ୍ଧୁଗଣ ଆଉ ଡେରି ନକରି ଆସନ୍ତୁ ଜାଣିବା ଏହି ଭିଡିଓ ବିଷୟରେ । ବନ୍ଧୁଗଣ ଭାଇରାଲ ହେଉଥିବା ଏହି ଭିଡିଓରେ ଅନୁ ଶାଢୀ ପିନ୍ଧି ଜବରଦସ୍ତ ଡ୍ୟାନ୍ସ କରୁଥିବାର ନଜର ଆସୁଛନ୍ତି ।

ଅନୁଙ୍କ ଡ୍ୟାନ୍ସ ଆଉ ଲୁକ୍ ବହୁତ ଜବରଦସ୍ତ ନଜର ଆସୁଛି । ତାଙ୍କ ଫ୍ୟାନ୍ସ ମାନେ ଏହି ଭିଡିଓକୁ ବେସ ପସନ୍ଦ କରିଛନ୍ତି । ଅନୁଙ୍କ ପଛରେ ଆଉ ଦୁଇଟି ଝିଅ ତାଳ ସହ ତାଳ ମିଶାଇ ଡ୍ୟାନ୍ସ କରୁଛନ୍ତି । ତା ହେଲେ ବନ୍ଧୁଗଣ ଆପଣ ମାନଙ୍କୁ ଓଡିଆ ଅଭିନେତ୍ରୀ ଅନୁ ଚୌଧୁରୀଙ୍କ ଏହି ଡ୍ୟାନ୍ସ ଭିଡିଓଟି କେମିତି ଲାଗିଲା ଆମକୁ କମେଣ୍ଟ କରି ନିଶ୍ଚୟ ଜଣାଇବେ, ଧନ୍ୟବାଦ ।

Leave a Reply

Your email address will not be published. Required fields are marked *