ଦେଖନ୍ତୁ ହିରୋଇନ Archita ଓ ତାଙ୍କ ଭଉଣୀଙ୍କ ମସ୍ତି, ଭିଡିଓ ଦେଖିଲେ ହସି ହସି ଗଡିବେ ଆପଣ, ଦେଖନ୍ତୁ Video 

ବନ୍ଧୁଗଣ ଆମ ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ ଅଭିନୟ କରୁଥିବା ସମସ୍ତ ଅଭିନେତ୍ରୀ ମାନେ ନିଜ ସୁନ୍ଦରତା ଓ ନିଜ ଲାଇଫ ଷ୍ଟାଇଲ ପାଇଁ ସବୁବେଳେ ଚର୍ଚ୍ଚାରେ ରୁହନ୍ତି । ବନ୍ଧୁଗଣ ଆପଣ ମାନେ ସମସ୍ତେ ଆମ ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ ଅଭିନୟ କରୁଥିବା ସମସ୍ତ ଅଭିନେତ୍ରୀ ମାନଙ୍କୁ ବେସ ଭଲ ଭାବରେ ଜାଣିଥିବେ । ତେବେ ବନ୍ଧୁଗଣ ଆଜି ଆମେ ଆପଣ ମାନଙ୍କୁ ଯେଉଁ ଓଡିଆ ଅଭିନେତ୍ରୀ ଜଣକଙ୍କ ବିଷୟରେ କହିବାକୁ ଯାଉଛୁ ସେ ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ ପ୍ରସିଦ୍ଧି ହାସଲ କରିଛନ୍ତି ।

ବନ୍ଧୁଗଣ ଏହି ଅଭିନେତ୍ରୀ ଜଣକ ଆଉ କେହି ନୁହେଁ ଏ ହେଉଛନ୍ତି ଅର୍ଚ୍ଚିତା ସାହୁ । ବନ୍ଧୁଗଣ ଆପଣ ମାନେ ସମସ୍ତେ ଓଡିଆ ଅଭିନେତ୍ରୀ ଅର୍ଚ୍ଚିତାଙ୍କ ଅନେକ ସୁପର ହିଟ ଫିଲ୍ମ ଦେଖିଥିବେ । ଅର୍ଚ୍ଚିତା ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିର ଜଣେ ପ୍ରସିଦ୍ଧ ଅଭିନେତ୍ରୀ ଅଟନ୍ତି । ଅର୍ଚ୍ଚିତା ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ ଅନେକ ସୁପର ହିଟ ଫିଲ୍ମ କରି ପ୍ରସିଦ୍ଧି ହାସଲ କରିଛନ୍ତି ଓ ତାଙ୍କ ଲୋକପ୍ରିୟତା ମଧ୍ୟ ବେସ ଅଧିକ ରହିଛି ।

ତେବେ ବନ୍ଧୁଗଣ ଆସିବା ଦିନରୁ ଅର୍ଚ୍ଚିତା ସୋସିଆଲ ମିଡିଆରେ କିଛି ନା କିଛି କାରଣ ପାଇଁ ସବୁବେଳେ ଚର୍ଚ୍ଚାରେ ରୁହନ୍ତି । ଅର୍ଚ୍ଚିତା ଓଡିଆ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ସହ ପ୍ରେମ ବିବାହ କରିଛନ୍ତି । ଉଭୟ ଅର୍ଚ୍ଚିତା ଓ ସବ୍ୟ ଅନେକ ଦିନ ଯାଏଁ ପରସ୍ପର ସହ ଲଭ ରିଲେସନରେ ରହିଥିଲେ ଓ ପରେ ପ୍ରେମ ବିବାହ କରିଥିଲେ । ତେବେ ବନ୍ଧୁଗଣ ଉଭୟଙ୍କ ବିବାହ ହେବା ପରେ ଉଭୟ ବହୁତ ମାସ ପର୍ଯ୍ୟନ୍ତ ଲାଇମ ଲାଇଟରେ ରହିଥିଲେ ।

ଏବେ ଅର୍ଚ୍ଚିତା ସବ୍ୟଙ୍କ ସହ ନିଜ ଶାଶୁ ଘରେ ବହୁତ ଖୁସିରେ ରହୁଛନ୍ତି । ତେବେ ବନ୍ଧୁଗଣ ଗତ କିଛି ସମୟ ହେବ ସୋସିଆଲ ମିଡିଆରେ ଅର୍ଚ୍ଚିତାଙ୍କର ଏକ ଭିଡିଓ ବହୁତ ମାତ୍ରାରେ ଭାଇରାଲ ହେଉଛି । ବନ୍ଧୁଗଣ ଆଜି ଆମେ ଆପଣ ମାନଙ୍କୁ ଅର୍ଚ୍ଚିତାଙ୍କ ଏହି ଭିଡିଓ ବିଷୟରେ କହିବାକୁ ଯାଉଛୁ । ତା ହେଲେ ବନ୍ଧୁଗଣ ଆଉ ଡେରି ନକରି ଆସନ୍ତୁ ଜାଣିବା ଅର୍ଚ୍ଚିତାଙ୍କ ଏହି ଭିଡିଓ ବିଷୟରେ ।

ଭାଇରାଲ ହେଉଥିବା ଭିଡିଓରେ ଅର୍ଚ୍ଚିତା ନିଜ ଭଉଣୀଙ୍କ ସହ ଡ୍ୟାନ୍ସ ଓ ମସ୍ତି କରୁଥିବାର ନଜର ଆସୁଛନ୍ତି । ଏହି ଭିଡିଓଟି ସୋସିଆଲ ମିଡିଆରେ ବହୁତ ଭାଇରାଲ ହେଉଛି । ଅର୍ଚ୍ଚିତାଙ୍କ ଫ୍ୟାନ୍ସ ମାନେ ବି ଏହି ଭିଡିଓକୁ ବେସ ପସନ୍ଦ କରିଛନ୍ତି । ତା ହେଲେ ବନ୍ଧୁଗଣ ଆପଣ ମାନଙ୍କୁ ଏହି ଭିଡିଓଟି କେମିତି ଲାଗିଲା ଆମକୁ କମେଣ୍ଟ କରି ନିଶ୍ଚୟ ଜଣାଇବେ, ପୋସ୍ଟ ଟି ପୁରା ପଢିଥିବାରୁ ଧନ୍ୟବାଦ ! ଆମ ପୋସ୍ଟ ଟି ଆପଣଙ୍କୁ ଭଲ ଲାଗିଥିଲେ ଲାଇକ ଓ ଶେୟାର କରିବେ ଓ ଆଗକୁ ଆମ ସହ ରହିବା ପାଇଁ ଆମ ପେଜକୁ ଗୋଟିଏ ଲାଇକ କରିବେ ।

Leave a Reply

Your email address will not be published. Required fields are marked *