କରୋନାରେ ଏମିତି ହେଇ ଯାଇଛି Bahubali ର କଟପ୍ପା (Sathyaraj) ଙ୍କ ଅବସ୍ଥା, ଦେଖନ୍ତୁ କେମିତି ଅଛି ତାଙ୍କ ସ୍ବାସ୍ଥ୍ୟବସ୍ଥା !

ବନ୍ଧୁଗଣ ଆପଣ ମାନେ ସମସ୍ତେ ସାଉଥ ଫିଲ୍ମ ଇଣ୍ଡଷ୍ଟ୍ରିର ଅନେକ କଳାକାର ମାନଙ୍କୁ ନିଶ୍ଚୟ ଦେଖିଥିବେ । ସାଉଥ ଇଣ୍ଡଷ୍ଟ୍ରିରେ ଅଭିନୟ କରୁଥିବା ସମସ୍ତ କଳାକାର ମାନେ ନିଜ ପର୍ଶନାଲ ଲାଇଫ ଓ ନିଜ ଫିଲ୍ମ ଗୁଡିକ ପାଇଁ ଚର୍ଚାରେ ରୁହନ୍ତି । ବନ୍ଧୁଗଣ ଆଜି ଆମେ ଆପଣ ମାନଙ୍କୁ ସାଉଥ ଫିଲ୍ମ ଇଣ୍ଡଷ୍ଟ୍ରିର ଯେଉଁ ଅଭିନେତା ଜଣକଙ୍କ ବିଷୟରେ କହିବାକୁ ଯାଉଛୁ ସେ ସାଉଥ ଫିଲ୍ମ ଇଣ୍ଡଷ୍ଟ୍ରିରେ ପ୍ରସିଦ୍ଧି ହାସଲ କରିଛନ୍ତି ।

ବନ୍ଧୁଗଣ ଏହି ଅଭିନେତା ଜଣକ ଆଉ କେହି ନୁହେଁ ଏ ହେଉଛନ୍ତି ସତ୍ୟରାଜ । ଆପଣ ମାନେ ସମସ୍ତେ ସତ୍ୟରାଜଙ୍କୁ ଅନେକ ସୁପର ହିଟ ଫିଲ୍ମରେ ନିଶ୍ଚୟ ଦେଖିଥିବେ । ସେ ବାହୁବଲି ଫିଲ୍ମରେ କଟପାର ଜବରଦସ୍ତ ଭୂମିକା ପଦର୍ଶନ କରି ଲୋକପ୍ରିୟତା ହାସଲ କରିଛନ୍ତି । ହେଲେ ବନ୍ଧୁଗଣ ବର୍ତ୍ତମାନ ତାଙ୍କ ସହ ଜଡିତ ଏକ ବଡ ଖବର ସାମ୍ନାକୁ ଆସୁଛି ଓ ଆଜି ଆମେ ଆପଣ ମାନଙ୍କୁ ଏହି ବଡ ଖବର ବିଷୟରେ କହିବାକୁ ଯାଉଛୁ ।

ତା ହେଲେ ବନ୍ଧୁଗଣ ଆଉ ଡେରି ନକରି ଆସନ୍ତୁ ଜାଣିବା ଏହି ଖବର ବିଷୟରେ । ତେବେ ବର୍ତ୍ତମାନର ମିଡିଆ ରିପୋର୍ଟସ ଅନୁସାରେ ସତ୍ୟରାଜ କରୋନାରେ ଆକ୍ରାନ୍ତ ହୋଇଛନ୍ତି । କରୋନାରେ ଆକ୍ରାନ୍ତ ହେବା ପରେ ତାଙ୍କ ଅବସ୍ଥା ଗୁରୁତ୍ଵର ହୋଇଥିଲା ଯାହାଫଳରେ ତାଙ୍କୁ ଚେନାଇର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।  ଗତ କିଛି ଦିନ ହେବ ସତ୍ୟରାଜ କରୋନା ଭାଇରସ ସହ ଲଢୁ ଛନ୍ତି ।

କରୋନାରେ ଆକ୍ରାନ୍ତ ହେବା ପରେ ସେ ନିଜକୁ ହୋମ ଆୟୁସୁଲେସନରେ ରଖିଥିଲେ ହେଲେ ତାଙ୍କ ଅବସ୍ଥା ଗୁରୁତ୍ଵର ହୋଇଯିବାରୁ ତାଙ୍କୁ ଚେନାଇର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସତ୍ୟରାଜଙ୍କ ସହ ଜଡିତ ଏହି ଖବରଟି ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି ଓ ତାଙ୍କ ଫ୍ୟାନ୍ସ ମାନେ ତାଙ୍କ ପାଇଁ ପ୍ରାର୍ଥନା କରୁଛନ୍ତି । ଗତ କିଛି ଦିନ ତଳେ କିଛି ଲକ୍ଷଣ ଅନୁଭବ ହେବା ପରେ ସତ୍ୟରାଜଙ୍କର କରୋନା ଟେଷ୍ଟ କରଯାଇଥିଲା ।

ଏହି ଟେଷ୍ଟରେ ସେ କରୋନା ପଜେଟିଭ ହୋଇଥିଲେ । ମିଡିଆ ରିପୋର୍ଟସ ଅନୁସାରେ ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥାରେ କୌଣସି ସୁଧାର ନହେବାରୁ ତାଙ୍କୁ ୭ ଜାନୁୟାରୀରେ ଚେନାଇର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରଯାଇଥିଲା । ବର୍ତ୍ତମାନ ପର୍ଯ୍ୟନ୍ତ ତାଙ୍କ ପରିବାର ଓ ହସ୍ପିଟାଲ ତରଫରୁ ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥାକୁ ନେଇ କୌଣସି ପ୍ରତିକ୍ରିୟା ମିଳି ନାହିଁ । ତା ହେଲେ ବନ୍ଧୁଗଣ ଏହି ଖବରଟି ଆପଣ ମାନଙ୍କୁ କେମିତି ଲାଗିଲା ଆମକୁ କମେଣ୍ଟ କରି ନିଶ୍ଚୟ ଜଣାଇବେ, ଧନ୍ୟବାଦ ।

Leave a Reply

Your email address will not be published. Required fields are marked *