ବାପା ହେଲେ Ollywood ହୀରୋ Sambeet Acharya, ସୋସିଆଲ ମିଡିଆରେ ଫ୍ୟାନ୍ସଙ୍କୁ କହିଲେ କିଛି ଏମିତି…

ବନ୍ଧୁଗଣ ଆପଣ ମାନେ ସମସ୍ତେ ଆମ ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ ଅଭିନୟ କରୁଥିବା ସମସ୍ତ ଅଭିନେତା ମାନଙ୍କୁ ବେସ ଭଲ ଭାବରେ ଜାଣିଥିବେ । ଏହି ଅଭିନେତା ମାନେ ନିଜ ପର୍ଶନାଲ ଲାଇଫ ଓ ନିଜ ଜବରଦସ୍ତ ଅଭିନୟ ପାଇଁ ସବୁବେଳେ ଚର୍ଚ୍ଚାରେ ରୁହନ୍ତି । ତେବେ ବନ୍ଧୁଗଣ ଆଜି ଆମେ ଆପଣ ମାନଙ୍କୁ ଯେଉଁ ଓଡିଆ ଅଭିନେତାଙ୍କ ବିଷୟରେ କହିବାକୁ ଯାଉଛୁ ସେ ଆମ ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ ପ୍ରସିଦ୍ଧି ହାସଲ କରିଛନ୍ତି ।

ଏହି ଅଭିନେତା ଜଣକ ଆଉ କେହି ନୁହେଁ ଏ ହେଉଛନ୍ତି ସମ୍ବିତ ଆଚାର୍ଯ୍ୟ । ବନ୍ଧୁଗଣ ସମ୍ବିତ ହେଉଛନ୍ତି ଓଡିଆ ଇଣ୍ଡଷ୍ଟ୍ରିର ଜଣେ ଦିଗଜ ଅଭିନେତା । ସେ ନିଜ ଅଭିନୟର ଜାଦୁରେ ସାରା ଓଡିଶା ବାସୀଙ୍କ ମନ ଜିତି ଛନ୍ତି । ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ ସମ୍ବିତ ଅନେକ ସୁପର ହିଟ ଫିଲ୍ମ କରି ସୁନାମ ଅର୍ଜନ କରିଛନ୍ତି ଆଉ ତାଙ୍କ ଲୋକପ୍ରିୟତା ମଧ୍ୟ ବେସ ଅଧିକ ରହିଛି ।

ତେବେ ବନ୍ଧୁଗଣ ସମ୍ବିତ ଆସିବା ଦିନରୁ ନିଜ ସୋସିଆଲ ମିଡିଆ ଆକାଉଣ୍ଟରେ ନୂଆ ନୂଆ ଫଟୋ ଓ ଭିଡିଓ ଅପଲୋଡ କରନ୍ତି ଯାହା ଦେଖୁ ଦେଖୁ ଭାଇରାଲ ହେଇଯାଏ । ସମ୍ବିତ ନିଜ ଫିଲ୍ମ ଓ ନିଜ ଲାଇଫ ଷ୍ଟାଇଲ ପାଇଁ ଅଧିକାଂଶ ସମୟ ସୋସିଆଲ ମିଡିଆରେ ଚର୍ଚ୍ଚାରେ ରୁହନ୍ତି । ତେବେ ବନ୍ଧୁଗଣ ଗତ କିଛି ସମୟ ହେବ ସମ୍ବିତ ଏକ ଅଲଗା କାରଣ ପାଇଁ ଚର୍ଚ୍ଚାକୁ ଆସିଛନ୍ତି ।

ସମ୍ବିତ ଚର୍ଚ୍ଚାରେ ଆସିବାର କାରଣ ବିଷୟରେ ଜାଣିଲେ ଆପଣ ମାନେ ବି ବେସ ଖୁସି ହୋଇଯିବେ । ତେବେ ଆଜି ଆମେ ଆପଣ ମାନଙ୍କୁ ଏହି ଖବର ବିଷୟରେ କହିବାକୁ ଯାଉଛୁ ତା ହେଲେ ବନ୍ଧୁଗଣ ଆଉ ଡେରି ନକରି ଆସନ୍ତୁ ଜାଣିବା ଏହି ଖବର ବିଷୟରେ । ସମ୍ବିତ ସିନେମାରେ ଅନେକ ଥର ବିବାହ କରିଛନ୍ତି ଆଉ ବାପା ବି ହୋଇଛନ୍ତି ହେଲେ ଏବେ ରିଅଲ ଲାଇଫରେ ବାପା ହୋଇଛନ୍ତି ସମ୍ବିତ ।

ସମ୍ବିତ ପୁତ୍ର ସନ୍ତାନ ପ୍ରାପ୍ତ କରିଛନ୍ତି । ସମ୍ବିତ ଏହି ଖୁସି ଖବର ନିଜ ଫ୍ୟାନ୍ସ ମାନଙ୍କୁ ସୋସିଆଲ ମିଡିଆ ମାଧ୍ୟମରେ ଜଣାଇ ଛନ୍ତି । ସମ୍ବିତ ନିଜେ ବହୁତ ଖୁସି ହେବା ସହ ତାଙ୍କ ପରିବାର ଲୋକ ମଧ୍ୟ ବହୁତ ଖୁସି ଅଛନ୍ତି । ବନ୍ଧୁଗଣ ଫ୍ୟାନ୍ସ ମାନେ ଏହି ଖବର ଜାଣିବା ପରେ ଭିନ୍ନ ଭିନ୍ନ ପ୍ରତିକ୍ରିୟା ଦେଉଛନ୍ତି ।

ତେବେ ଏହାକୁ ନେଇ ଆପଣଙ୍କ ମତାମତ କଣ ନିଶ୍ଚିତ ଜଣାନ୍ତୁ । ପୋସ୍ଟ ଟି ପୁରା ପଢିଥିବାରୁ ଧନ୍ୟବାଦ ! ଆମ ପୋସ୍ଟ ଟି ଆପଣଙ୍କୁ ଭଲ ଲାଗିଥିଲେ ଲାଇକ ଓ ଶେୟାର କରିବେ ଓ ଆଗକୁ ଆମ ସହ ରହିବା ପାଇଁ ଆମ ପେଜକୁ ଗୋଟିଏ ଲାଇକ କରିବେ ।

Leave a Reply

Your email address will not be published. Required fields are marked *