ଭଉଣୀ ବାହାଘରରେ ଭିଣେଇଙ୍କ ସହ ଜବରଦସ୍ତ ଡ୍ୟାନ୍ସ କଲେ ହିରୋଇନ Bhumika, ଦେଖନ୍ତୁ Video

ବନ୍ଧୁଗଣ ଆପଣ ମାନେ ସମସ୍ତେ ଆମ ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ ଅଭିନୟ କରୁଥିବା ସମସ୍ତ ଅଭିନେତ୍ରୀ ମାନଙ୍କୁ ବେସ ଭଲ ଭାବରେ ଜାଣିଥିବେ । ଏହି ଅଭିନେତ୍ରୀ ମାନେ ନିଜ ପର୍ଶନାଲ ଲାଇଫ ଓ ନିଜ ଅଭିନୟ ପାଇଁ ସୋସିଆଲ ମିଡିଆରେ ସବୁବେଳେ ଚର୍ଚାରେ ରୁହନ୍ତି । ଆଜି ଆମେ ଆପଣ ମାନଙ୍କୁ ଯେଉଁ ଓଡିଆ ଅଭିନେତ୍ରୀ ଜଣକଙ୍କ ବିଷୟରେ କହିବାକୁ ଯାଉଛୁ ସେ ଆମ ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ ପ୍ରସିଦ୍ଧି ହାସଲ କରିଛନ୍ତି । ବନ୍ଧୁଗଣ ଏହି ଅଭିନେତ୍ରୀ ଜଣକ ଆଉ କେହି ନୁହେଁ ଏ ହେଉଛନ୍ତି ଭୂମିକା ଦାସ ।

ଆପଣ ମାନେ ସମସ୍ତେ ଭୂମିକାଙ୍କୁ ଅନେକ ସୁପର ହିଟ ଫିଲ୍ମରେ ନିଶ୍ଚୟ ଦେଖିଥିବେ । ଭୂମିକା ଓଡିଆ ଇଣ୍ଡଷ୍ଟ୍ରିର ଅନେକ ଦିଗଜ ଅଭିନେତା ମାନଙ୍କ ସହ କାମ କରିଛନ୍ତି ଓ ତାଙ୍କ ଲୋକପ୍ରିୟତା ମଧ୍ୟ ବେସ ଅଧିକ ରହିଛି । ତେବେ ବନ୍ଧୁଗଣ ଭୂମିକା ନିଜ ସୁନ୍ଦରତା ଓ ନିଜ ପର୍ଶନାଲ ଲାଇଫ ପାଇଁ ସବୁବେଳେ ଚର୍ଚାରେ ରୁହନ୍ତି । ହେଲେ ଗତ କିଛି ସମୟ ହେବ ସେ ଆଉ କିଛି କାରଣ ପାଇଁ ସୋସିଆଲ ମିଡିଆରେ ଚର୍ଚାରେ ଅଛନ୍ତି ।

ଗତ କିଛି ସମୟ ହେବ ସୋସିଆଲ ମିଡିଆରେ କିଛି ଭିଡିଓ ବହୁତ ଭାଇରାଲ ହେଉଛି ଓ ଏହି ଭିଡିଓରେ ଭୂମିକା ଜବରଦସ୍ତ ଡ୍ୟାନ୍ସ କରୁଥିବାର ନଜର ଆସୁଛନ୍ତି । ଆଜି ଆମେ ଆପଣ ମାନଙ୍କୁ ଏହି ଖବର ବିଷୟରେ କହିବାକୁ ଯାଉଛୁ ତା ହେଲେ ବନ୍ଧୁଗଣ ଆସନ୍ତୁ ଜାଣିବା ଏହା ବିଷୟରେ । ବନ୍ଧୁଗଣ ଗତ କିଛି ଦିନ ତଳେ ଭୂମିକାଙ୍କ ବଡ ଭଉଣୀ ରୁଚିକା ପଣ୍ଡାଙ୍କ ବିବାହ ହୋଇଛି ।

ରୁଚିକା ତାଙ୍କ ପୁରୁଷ ବନ୍ଧୁ ଦେବାଶିଶ ମହାପାତ୍ରଙ୍କ ସହ ବିବାହ କରିଛନ୍ତି । ନିଜ ବଡ ଭଉଣୀଙ୍କ ବାହାଘରରେ ଭୂମିକା ନିଜ ଭେନେଇ ଦେବାଶିଶଙ୍କ ସହ ଜବରଦସ୍ତ ଡ୍ୟାନ୍ସ କରୁଥିବାର ନଜର ଆସିଥିଲେ ଯାହାର ଭିଡିଓ ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେଉଛି । ଏହି ବିବାହରେ ଓଡିଆ ଇଣ୍ଡଷ୍ଟ୍ରିରେ କେତେକ ଦିଗଜ କଳାକାର ମାନେ ମଧ୍ୟ ଯୋଗ ଦେଇଥିଲେ ।

ଭୂମିକା ବିବାହର ସମସ୍ତ ଫଙ୍କସନ ଭିଡିଓ ନିଜ ସୋସିଆଲ ମିଡିଆ ଆକାଉଣ୍ଟରେ ଅପଲୋଡ କରିଛନ୍ତି ଯାହାକୁ ନେଇ ଏବେ ଚର୍ଚା ଜୋରସୋର ଧରିଛି । ତାଙ୍କ ଫ୍ୟାନ୍ସ ମାନେ ମଧ୍ୟ ଏହି ଖବର ବିଷୟରେ ଜାଣି ବହୁତ ଖୁସି ଅଛନ୍ତି । ତା ହେଲେ ବନ୍ଧୁଗଣ ଆପଣ ମାନଙ୍କୁ ଓଡିଆ ଅଭିନେତ୍ରୀ ଭୂମିକା ଦାସ କେମିତି ଲାଗନ୍ତି ଆମକୁ କମେଣ୍ଟ କରି ନିଶ୍ଚୟ ଜଣାଇବେ, ପୋସ୍ଟ ଟି ପୁରା ପଢିଥିବାରୁ ଧନ୍ୟବାଦ ! ଆମ ପୋସ୍ଟ ଟି ଆପଣଙ୍କୁ ଭଲ ଲାଗିଥିଲେ ଲାଇକ ଓ ଶେୟାର କରିବେ ଓ ଆଗକୁ ଆମ ସହ ରହିବା ପାଇଁ ଆମ ପେଜକୁ ଗୋଟିଏ ଲାଇକ କରିବେ ।

Leave a Reply

Your email address will not be published. Required fields are marked *