ଦର୍ଶକ ବନ୍ଧୁ ଆପଣ ମାନେ ସମସ୍ତେ ଆମ ଓଡିଆ ଇଣ୍ଡଷ୍ଟ୍ରିରେ ଗୀତ ଗାଉଥିବା ସମସ୍ତ ଗାୟିକା ମାନଙ୍କୁ ବେସ ଭଲ ଭାବରେ ଜାଣିଥିବେ । ଏହି ଗାୟିକା ମାନେ ନିଜର ଗୀତ ଏବଂ ନିଜ ଲାଇଫ ଷ୍ଟାଇଲ ପାଇଁ ସବୁବେଳେ ଚର୍ଚ୍ଚାରେ ରୁହନ୍ତି । ତେବେ ଆଜି ଆମେ ଆପଣ ମାନଙ୍କୁ ଯେଉଁ ଓଡିଆ ଗାୟିକାଙ୍କ ବିଷୟରେ କହିବାକୁ ଯାଉଛୁ ସେ ଆମ ଓଡିଆ ଇଣ୍ଡଷ୍ଟ୍ରିରେ ଗୀତ ଗାଇ ପ୍ରସିଦ୍ଧି ହାସଲ କରିଛନ୍ତି ।
ଏହି ଗାୟିକା ଜଣକ ଆଉ କେହି ନୁହେଁ ଏ ହେଉଛନ୍ତି ନମୀତା ଅଗ୍ରୱାଲ । ଦର୍ଶକ ବନ୍ଧୁ ଆପଣ ମାନେ ସମସ୍ତେ ଆମ ଓଡିଆ ଇଣ୍ଡଷ୍ଟ୍ରିରେ ବରିଷ୍ଠ ଗାୟିକା ନମୀତା ଅଗ୍ରୱାଲଙ୍କୁ ବେସ ଭଲ ଭାବରେ ଜାଣିଥିବେ । ନମୀତା ଓଡିଆ ଇଣ୍ଡଷ୍ଟ୍ରିରେ ଅନେକ ସୁପର ହିଟ ଗୀତ ଗାଇ ସୁନାମ ଅର୍ଜନ କରିଛନ୍ତି ଏବଂ ଆମ ଓଡିଶାରେ ତାଙ୍କ ଲୋକପ୍ରିୟତା ମଧ୍ୟ ବେସ ଅଧିକ ରହିଛି ।
ତେବେ ଦର୍ଶକ ବନ୍ଧୁ ଆସିବା ଦିନରୁ ନମୀତା ନିଜର ଅନେକ ସୁପର ହିଟ ଗୀତ ପାଇଁ ଚର୍ଚ୍ଚାରେ ରୁହନ୍ତି । ସେ ପ୍ରଥମେ ଓଡିଆ ଭଜନ ଗାଇ ନିଜ କାରିୟରର ଆରମ୍ଭ କରିଥିଲେ । ନମୀତା ହେଉଛନ୍ତି ଜଣେ ଏପରି ଗାୟିକା ଯିଏ ଅତି କମ ସମୟ ମଧ୍ୟରେ ଅଧିକ ଲୋକପ୍ରିୟତା ହାସଲ କରିପାରିଛନ୍ତି । ଦର୍ଶକ ବନ୍ଧୁ ନମୀତା ଭଜନ ଗାଇବା ସହ ଅନେକ ଫିଲ୍ମରେ ମଧ୍ୟ ଗୀତ ଗାଇଛନ୍ତି ।
ସେ ଓଡିଶାବାସୀଙ୍କ ମନରେ ନିଜର ଏକ ସ୍ଵତନ୍ତ୍ର ସ୍ଥାନ କରିପାରିଛନ୍ତି । ନିଜ ସୁପର ହିଟ ଗୀତ ଗୁଡିକ ପାଇଁ ସେ ଅନେକ ପୁରସ୍କାରରେ ମଧ୍ୟ ସମ୍ମାନିତ ହୋଇଛନ୍ତି । ବନ୍ଧୁଗଣ ଗତ କିଛି ସମୟ ହେବ ନମୀତାଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଖୁବ ଭାଇରାଲ ହେବାରେ ଲାଗିଛି । ଏହି ଭିଡିଓଟି ଦେଖିଲେ ଆପଣ ମାନେ ଭାବବିହୁଳ ହୋଇଯିବେ । ଏହି ଭିଡିଓରେ ନମୀତା ନିଜ ଶାଶୂଙ୍କୁ ଗେଲ କରୁଥିବାର ନଜର ଆସୁଛନ୍ତି ।
ନମୀତାଙ୍କୁ ଦେଖି ତାଙ୍କ ଶାଶୂ ଭୋ ଭୋ ହୋଇ କାନ୍ଦୁ ଛନ୍ତି ଆଉ ଏପଟେ ନମୀତା ତାଙ୍କୁ ଗେଲ କରି ବୁଝାଇ ଦେଉଛନ୍ତି । ଶାଶୂ-ବୋହୁଙ୍କ ଏହି ଭିଡିଓ ଏବେ ସୋସିଆଲ ମିଡିଆରେ ଖୁବ ଭାଇରାଲ ହେବାରେ ଲାଗିଛି । ତା ହେଲେ ବନ୍ଧୁଗଣ ଏହି ଭିଡିଓଟି ଆପଣ ମାନଙ୍କୁ କେମିତି ଲାଗିଲା ଆମକୁ କମେଣ୍ଟ ମାଧ୍ୟମରେ ନିଶ୍ଚୟ ଜଣାଇବେ, ଧନ୍ୟବାଦ ।