ଚାଲି ପାରୁ ନାହାନ୍ତି ହିରୋ ହୀରୋ Babushan, ପୁଣି ହସ୍ପିଟଲରେ ହେବେ ଭର୍ତ୍ତି…ଦେଖନ୍ତୁ Video 

ଦର୍ଶକ ବନ୍ଧୁ ଆପଣ ମାନେ ସମସ୍ତେ ଆମ ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ ଅଭିନୟ କରୁଥିବା ସମସ୍ତ ଅଭିନେତା ମାନଙ୍କୁ ବେସ ଭଲ ଭାବରେ ଜାଣିଥିବେ । ଏହି ଅଭିନେତା ମାନେ ନିଜ ପର୍ଶନାଲ ଲାଇଫ ଓ ନିଜ ଲାଇଫ ଷ୍ଟାଇଲ ପାଇଁ ସବୁବେଳେ ଚର୍ଚ୍ଚାରେ ରୁହନ୍ତି । ତେବେ ଆଜି ଆମେ ଆପଣ ମାନଙ୍କୁ ଯେଉଁ ଓଡିଆ ଅଭିନେତା ଜଣକଙ୍କ ବିଷୟରେ କହିବାକୁ ଯାଉଛୁ ସେ ଆମ ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ ପ୍ରସିଦ୍ଧି ହାସଲ କରିଛନ୍ତି ।

ଦର୍ଶକ ବନ୍ଧୁ ଏହି ଅଭିନେତା ଜଣକ ଆଉ କେହି ନୁହେଁ ହେଉଛନ୍ତି ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିର ଲୋକପ୍ରିୟ ଅଭିନେତା ବାବୁସାନ ମହାନ୍ତି । ବନ୍ଧୁଗଣ ଆପଣ ମାନେ ସମସ୍ତେ ବାବୁସାନଙ୍କର ଅନେକ ସୁପର ହିଟ ଫିଲ୍ମ ଦେଖିଥିବେ । ବାବୁସାନ ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ ଅଭିନୟ କରି ପ୍ରସିଦ୍ଧି ହାସଲ କରିଛନ୍ତି ଏବଂ ତାଙ୍କ ଲୋକପ୍ରିୟତା ମଧ୍ୟ ବେସ ଅଧିକ ରହିଛି । ଆସିବା ଦିନରୁ ବାବୁସାନ ନିଜ ଫିଲ୍ମ ଓ ନିଜ ଲାଇଫ ଷ୍ଟାଇଲ ପାଇଁ ସବୁବେଳେ ଚର୍ଚ୍ଚାରେ ରୁହନ୍ତି ।

ଗତ କିଛି ଦିନ ତଳେ ବାବୁସାନ ନିଜ ପାରିବାରିକ ବିବାଦ ପାଇଁ ଚର୍ଚ୍ଚାରେ ରହିଥିଲେ । ତେବେ ବନ୍ଧୁଗଣ ଏବେ ବାବୁସାନଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଖୁବ ଭାଇରାଲ ହେବାରେ ଲାଗିଛି । ଏହି ଭିଡିଓ ବିଷୟରେ ଆଜି ଆମେ ଆପଣ ମାନଙ୍କୁ କହିବାକୁ ଯାଉଛୁ । ତା ହେଲେ ବନ୍ଧୁଗଣ ଆଉ ଡେରି ନକରି ଆସନ୍ତୁ ଜାଣିବା ଏହି ଭିଡିଓ ବିଷୟରେ ।

ଦର୍ଶକ ବନ୍ଧୁ ଭାଇରାଲ ହେଉଥିବା ଭିଡିଓରେ ବାବୁସାନ ଚାଲି ପାରୁ ନାହାନ୍ତି । ତାଙ୍କୁ କିଛି ଲୋକ ଧରି ସିଡିରୁ ଆଣୁ ଥିବାର ନଜର ଆସୁଛନ୍ତି । ଏବେ ବାବୁସାନ ପୁଣି ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ଗତ କିଛି ଦିନ ତଳେ ବାବୁସାନ ହସ୍ପିଟାଲରେ ଚିକିତ୍ସା ନେଉଥିଲେ । ସେ ଦମନ ଫିଲ୍ମର ପ୍ରମୋଶନ ପାଇଁ ଲଦାଖ ଯାଇଥିଲେ । ସେଠାରେ ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଖରାପ ହେବାରୁ ତାଙ୍କୁ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରଯାଇଥିଲା ।

କିଛି ଦିନ ଚିକିତ୍ସା ନେବା ପରେ ବାବୁସନ ନିଜ ପତ୍ନୀ ତୃପ୍ତିଙ୍କ ସହ ଘରକୁ ଫେରି ଥିଲେ । ହେଲେ ଏବେ ବାବୁସାନ ଠିକ ଭାବରେ ଚାଲି ପାରୁ ନଥିବାରୁ ପୁଣି ହସ୍ପିଟାଲ ଯାଉଛନ୍ତି ଯାହାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ତା ହେଲେ ବନ୍ଧୁଗଣ ଏହି ଭିଡିଓ ଉପରେ ଆପଣ ମାନଙ୍କର ମତ କଣ ଆମକୁ କମେଣ୍ଟ ମାଧ୍ୟମରେ ନିଶ୍ଚୟ ଜଣାଇବେ, ଧନ୍ୟବାଦ ।

Leave a Reply

Your email address will not be published. Required fields are marked *