ବନ୍ଧୁଗଣ ବର୍ତ୍ତମାନର ଡିଜିଟାଲ ଦୁନିଆରେ ସମସ୍ତ ଲୋକ ସୋସିଆଲ ମିଡିଆ ସହ ଜଡିତ ଅଛନ୍ତି ଆଉ ଦୁନିଆରେ ଘଟୁଥିବା ସମସ୍ତ ଘଟଣା ଓ ଖବର ଗୁଡିକୁ ଲୋକମାନେ ଯେକୌଣସି ସ୍ଥାନରେ ରହି ଯେକୌଣସି ସମୟରେ ଦେଖି ପାରୁଛନ୍ତି । କ୍ୟାମେରାରେ କଏଦ ହୋଇଥିବା ଅନେକ ଆଶ୍ଚର୍ଯ୍ୟ ଜନକ ଘଟଣା ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ତେବେ ବନ୍ଧୁଗଣ ଗତ କିଛି ସମୟ ହେବ ସୋସିଆଲ ମିଡିଆରେ ଏକ ଘଟଣାର ଭିଡିଓ ବହୁତ ମାତ୍ରାରେ ଭାଇରାଲ ହେବାରେ ଲାଗିଛି ।
ଏହି ଭିଡିଓ ବିଷୟରେ ଜାଣିଲେ ଆପଣ ମାନେ ନିଶ୍ଚୟ ଆଶ୍ଚର୍ଯ୍ୟ ହେବେ । ଆଜି ଆମେ ଆପଣ ମାନଙ୍କୁ ଏହି ଭିଡିଓ ବିଷୟରେ କହିବାକୁ ଯାଉଛୁ । ତା ହେଲେ ବନ୍ଧୁଗଣ ଆଉ ଡେରି ନକରି ଆସନ୍ତୁ ଜାଣିବା ଏହି ଭିଡିଓ ବିଷୟରେ । ବନ୍ଧୁଗଣ ଏବେ ପୁଣି ଥରେ ପୂର୍ବତ୍ତନ ମନ୍ତ୍ରୀ ଜ୍ଯୋତି ପ୍ରକାଶ ପାଣିଗ୍ରାହୀ ଚର୍ଚ୍ଚାକୁ ଆସିଛନ୍ତି ।
ସିମୁଳିଆ ବିଧାୟକ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ କ୍ଷେତରେ ଧାନ ରୋଇ ଥିବାର ଦେଖିବାକୁ ମିଳିଛି । ବାଲେଶ୍ଵର ଜିଲ୍ଲା ଖଇରା ବ୍ଲକ ସାରୁ ଗାଁ ସାରକୋଣା ଅଞ୍ଚଳରେ ସେ ସାମାଜିକ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଯାଇଥିଲେ । ଏହି ସମୟରେ ଗାଡିରୁ ଓଲହାଇ ଚାଷୀ ମାନଙ୍କ ସହ ମିଶି ଧାନ ରୋଇ ଥିଲେ । ବନ୍ଧୁଗଣ ଚାଷ କାମ ଯିଏ କରିଛି ସେମାନେ ଆମ ଦେଶକୁ ବଞ୍ଚାଇ ରଖିଛନ୍ତି ।
ଆଜି ସେମାନଙ୍କ ସହ ଯୋଗ ଦେଇଥିବାର ନିଜକୁ ଧନ୍ୟ ମନ କରୁଛି ବୋଲି କହିଛନ୍ତି ବିଧାୟକ । ବିଧାୟକଙ୍କ ଏଭଳି କାର୍ଯ୍ୟକୁ ନେଇ ସାଧାରଣରେ ଚର୍ଚ୍ଚା ଲାଗି ରହିଛି । ଏନେଇ ଜ୍ୟୋତି ପ୍ରକାଶ ଗଣମାଧ୍ୟମ ସାମ୍ନାରେ କହିଛନ୍ତି-‘ସିମୁଳିଆ ଖଇରା ନିର୍ବାଚନ ମଣ୍ଡଳୀରେ ନିର୍ବାଚିତ ପ୍ରତିନିଧି ମାନେ ଆମ କୃଷି ଭିତ୍ତିକ ରାଜ୍ୟର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ତରଫରୁ କୃଷି ବଜେଟ ମଧ୍ୟ ନିର୍ଧାରିତ କରାଯାଇଛି ।
ସମସ୍ତଙ୍କ ଭିତରେ ଏକ ଉତ୍ସାହ ଓ ଉଦ୍ଦୀପନା ସୃଷ୍ଟି କରିବା ପାଇଁ ମୁଁ ଆଜି ସାରୁ ଗାଁ ପଞ୍ଚାୟତରେ ସରପଞ୍ଚଙ୍କ ସହ ଏ କାର୍ଯ୍ୟକ୍ରମ କରୁଛି ଆଉ ମୋତେ ବହୁତ ଖୁସି ଲାଗୁଛି’ । ତା ହେଲେ ବନ୍ଧୁଗଣ ଏଭଳି ଭାବରେ ଜ୍ୟୋତି ନିଜ ମନର କଥା କହିଛନ୍ତି । ତେବେ ଏହି ଭିଡିଓକୁ ନେଇ ଏବେ ସବୁ ଆଡେ ଚର୍ଚ୍ଚା ଜୋର ଧରିଛି । ତା ହେଲେ ବନ୍ଧୁଗଣ ଏହ ଭିଡିଓ ଉପରେ ଆପଣ ମାନଙ୍କର ମତ କଣ ଆମକୁ କମେଣ୍ଟ ମାଧ୍ୟମରେ ନିଶ୍ଚୟ ଜଣାଇବେ, ଧନ୍ୟବାଦ ।