ଓଡିଆ ରିଆଲିଟି ସୋ ‘ଦାଦାଗିରି’ Stage ରେ Anubhav ଙ୍କ ସହିତ ଜବରଦସ୍ତ ଡ୍ୟାନ୍ସ କଲେ ହିରୋଇନ ଝିଲି, ଦେଖନ୍ତୁ ଏହି ମଜାଦାର Video

ବନ୍ଧୁଗଣ ଆପଣ ମାନେ ସମସ୍ତେ ଓଡିଆ ଫିଲ୍ମ ଓ ଟିଭି ଇଣ୍ଡଷ୍ଟ୍ରିରେ ଅଭିନୟ କରୁଥିବା ସମସ୍ତ କଳାକାର ମାନଙ୍କୁ ବେସ ଭଲ ଭାବରେ ଜାଣିଥିବେ । ଏହି କଳାକାର ମାନେ ନିଜ ଅଭିନୟ ଓ ନିଜ ପର୍ଶନାଲ ଲାଇଫ ପାଇଁ ସୋସିଆଲ ମିଡିଆରେ ସବୁବେଳେ ଚର୍ଚ୍ଚାରେ ରୁହନ୍ତି । ତେବେ ବନ୍ଧୁଗଣ ଆଜି ଆମେ ଆପଣ ମାନଙ୍କୁ ଯେଉଁ ଓଡିଆ ଅଭିନେତା ଓ ଅଭିନେତ୍ରୀଙ୍କ ବିଷୟରେ କହିବାକୁ ଯାଉଛୁ ସେ ଆମ ଓଡିଆ ଫିଲ୍ମ ଏବଂ ଇଣ୍ଡଷ୍ଟ୍ରିରେ ପ୍ରସିଦ୍ଧି ହାସଲ କରିଛନ୍ତି ।

ବନ୍ଧୁଗଣ ଏହି ଅଭିନେତା ଜଣକ ହେଉଛନ୍ତି ଅନୁଭବ ମହାନ୍ତି ଓ ଅଭିନେତ୍ରୀ ହେଉଛନ୍ତି ନିକିତା ମିଶ୍ର । ବନ୍ଧୁଗଣ ଆପଣ ମାନେ ସମସ୍ତେ ଓଡିଆ ଇଣ୍ଡଷ୍ଟ୍ରିର ଦିଗଜ ଅଭିନେତା ଅନୁଭବ ମହାନ୍ତିଙ୍କୁ ତ ବେସ ଭଲ ଭାବରେ ଜାଣିଥିବେ । ସେ ଆମ ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ କାମ କରି ସୁନାମ ଅର୍ଜନ କରିଛନ୍ତି ଓ ତାଙ୍କ ଲୋକପ୍ରିୟତା ମଧ୍ୟ ବେସ ଅଧିକ ରହିଛି । ତେବେ ବନ୍ଧୁଗଣ ଅନୁଭବ ଜଣେ ଅଭିନେତା ହେବା ସହ ଜଣେ ସାଂସଦ ମଧ୍ୟ ଅଟନ୍ତି ।

ନିଜ ପର୍ଶନାଲ ଲାଇଫ ଓ ନିଜ ଅଭିନୟ ପାଇଁ ସବୁବେଳେ ଚର୍ଚ୍ଚାରେ ରୁହନ୍ତି ଅନୁଭବ । ତେବେ ବନ୍ଧୁଗଣ ନିକିତାଙ୍କ କଥା କହିବାକୁ ଗଲେ ଆପଣ ମାନେ ସମସ୍ତେ ଓଡିଆ ଲୋକପ୍ରିୟ ସିରିଏଲ ‘ଝିଲି’ ତ ନିଶ୍ଚୟ ଦେଖିଥିବେ । ଏହି ସିରିଏଲରେ ନିକିତା ମୁଖ୍ୟ ଅଭିନେତ୍ରୀ ଭୂମିକାରେ ନଜର ଆସୁଛନ୍ତି । ନିକିତା ନିଜ ସୁନ୍ଦରତା ଓ ନିଜ ଜବରଦସ୍ତ ଅଭିନୟ ପାଇଁ ସବୁବେଳେ ଚର୍ଚ୍ଚାରେ ରୁହନ୍ତି ।

ସୋସିଆଲ ମିଡିଆରେ ସେ ଆସିବା ଦିନରୁ ନୂଆ ନୂଆ ଫଟୋ ଓ ଭିଡିଓ ସେୟାର କରନ୍ତି ଯାହା ଦେଖୁ ଦେଖୁ ଭାଇରାଲ ହୋଯାଏ । ତେବେ ବନ୍ଧୁଗଣ ଗତ କିଛି ସମୟ ହେବ ଅଭିନେତା ଅନୁଭବ ମହାନ୍ତି ଓ ଅଭିନେତ୍ରୀ ନିକିତା ମିଶ୍ରଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ବହୁତ ଭାଇରାଲ ହେଉଛି । ଏହି ଭିଡିଓ ବିଷୟରେ ଆଜି ଆମେ ଆପଣ ମାନଙ୍କୁ କହିବାକୁ ଯାଉଛୁ । ତା ହେଲେ ବନ୍ଧୁଗଣ ଆଉ ଡେରି ନକରି ଆସନ୍ତୁ ଜାଣିବା ଏହି ଭିଡିଓ ବିଷୟରେ ।

ବନ୍ଧୁଗଣ ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଭିଡିଓରେ ଅନୁଭବ ଓ ନିକିତା ସ୍ଟେଜ ଉପରେ ଜବରଦସ୍ତ ଡ୍ୟାନ୍ସ କରୁଥିବାର ନଜର ଆସୁଛନ୍ତି । ଏହି ଭିଡିଓଟିକୁ ଲୋକମାନେ ବେସ ଅଧିକ ପସନ୍ଦ କରିଛନ୍ତି । ପ୍ରଥମ ଥର ଅନୁଭବ ଓ ନିକିତା ଏକା ସହ ସ୍ଟେଜରେ ଡ୍ୟାନ୍ସ କରୁଥିବାର ଦେଖି ଲୋକମାନେ ବେସ ଖୁସି ହୋଇଛନ୍ତି । ତା ହେଲେ ବନ୍ଧୁଗଣ ଆପଣ ମାନଙ୍କୁ ଏହି ଭିଡିଓଟି କେମିତି ଲାଗିଲା ଆମକୁ କମେଣ୍ଟ କରି ନିଶ୍ଚୟ ଜଣାଇବେ, ଧନ୍ୟବାଦ ।

Leave a Reply

Your email address will not be published. Required fields are marked *