ଗର୍ଭବତୀ ନାଗୁଣୀ (Cobra) ସହିତ ଗୋଟିଏ ରୁମରେ ହିଁ ଶୋଉଥିଲେ ମହିଳା, କାରଣ ଜାଣି ଚମକି ପଡିବେ ଆପଣ, ଦେଖନ୍ତୁ Video

ନମସ୍କାର ବନ୍ଧୁଗଣ ତେବେ ଏବେ ଦୁନିଆର ସମସ୍ତ ଲୋକ ସୋସିଆଲ ମିଡିଆ ସହ ଜଡିତ ହୋଇ ରହୁଛନ୍ତି । ଆଜିକାଲି ଦୁନିଆରେ ଏପରି ସବୁ ଘଟଣା ଘଟୁଛି ଯାହା ସୋସିଆଲ ମିଡିଆରେ ବହୁତ ମାତ୍ରାରେ ଭାଇରାଲ ହେଉଛି । ଏହି ସବୁ ଘଟଣା ଓ ଖବର ଗୁଡିକୁ ଲୋକମାନେ ଯେକୌଣସି ସ୍ଥାନରେ ରହି ସୋସିଆଲ ମିଡିଆ ମାଧ୍ୟମରେ ଜାଣି ପାରୁଛନ୍ତି । ତେବେ ଗତ କିଛି ସମୟ ହେବ ସୋସିଆଲ ମିଡିଆରେ ଏକ ଭିଡିଓ ବହୁତ ମାତ୍ରାରେ ଭାଇରାଲ ହେଉଛି ।

ତେବେ ଏହି ଭିଡିଓ ଟି ଏବେ ସମସ୍ତ ସ୍ଥାନରେ ଚର୍ଚ୍ଚାର ବିଷୟ ପାଲଟିଛି ତା ହେଲେ ବନ୍ଧୁଗଣ ଆଉ ଡେରି ନକରି ଆସନ୍ତୁ ଜାଣିବା ଏହି ଭିଡିଓ ବିଷୟରେ । ବନ୍ଧୁଗଣ ଆପଣ ମାନେ ସମସ୍ତେ ଆମ ଓଡିଶାର ପ୍ରକ୍ଷାତ ସାପ ଧରାଳି ମିର୍ଜା ଆରିଫଙ୍କୁ ନିଶ୍ଚୟ ଜାଣିଥିବେ ଓ ତାଙ୍କ ଭିଡିଓ ଗୁଡିକୁ ମଧ୍ୟ ଦେଖିଥିବେ । ତେବେ ମିର୍ଜାଙ୍କର ଅନେକ ସାପ ଉଦ୍ଧାର ଭିଡିଓ ତାଙ୍କ ୟୁଟ୍ୟୁବ ଚ୍ୟାନେଲରେ ଅଛି ।

ତେବେ ଗତ କିଛି ସମୟ ହେବ ମିର୍ଜାଙ୍କର ଏକ ନୂଆ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି । ଆଜି ଆମେ ଆପଣ ମାନଙ୍କୁ ଏହି ଭିଡିଓ ବିଷୟରେ କହିବାକୁ ଯାଉଛୁ ତା ହେଲେ ଆଉ ଡେରି ନକରି ଆସନ୍ତୁ ଜାଣିବା ଏହି ଭିଡିଓ ବିଷୟରେ ।  ବନ୍ଧୁଗଣ ଏକ ନାଗୁଣୀ  ସାପ ଗୋଟେ ଘର ଭିତରେ ଥିଲା ଆଉ ସେହି ଘରେ ଜଣେ ମହିଳା ମଧ୍ୟ ଶୋଉ ଥିଲେ ।

ତେବେ ଆଶ୍ଚର୍ଯ୍ୟର ଘଟଣା ଘଟିଛି କାରଣ ନାଗୁଣୀ ସାପଟି ଗର୍ଭବତୀ ଥିଲା । ଗୋଟେ ଘର ନାଗୁଣୀ ଓ ମହିଳା ରହୁଥିଲେ ତେବେ ସାପ ବିଷୟରେ ଜାଣିବା ପରେ ମହିଳା ଜଣକ ମିର୍ଜା ଆରିଫଙ୍କୁ ଡକାଇ ଥିଲେ । ଏହା ପରେ ମିର୍ଜା ଆରିଫ ଆସି ମହିଳାଙ୍କ ଘର ଭିତରୁ ସାପଟିକୁ ଉଦ୍ଧାର କରିଥିଲେ । ତେବେ ଏହି ଘଟଣାର ଭିଡିଓଟି ଏବେ ସାରା ଓଡିଶାରେ ଚର୍ଚ୍ଚାରେ ରହିଛି ।

ତେବେ ଏହା ଛଡା ସେହି ସାପ ଧରାଳି କହିଛନ୍ତି କି ଆଜି ମଧ୍ୟ ଗାଁ ମାନଙ୍କ ରେ ଅନ୍ଧ ବିଶ୍ୱାସ ରହିଛି କି ସାପ କାମୁଡ଼ିଲେ ଝାଡ଼ ଫୁଙ୍କା କରିବା କିନ୍ତୁ ସାପ କାମୁଡ଼ିଲେ ତାକୁ ପ୍ରଥମେ ଯେପରି ବିଷ ଦେହ ଯାକ ନଯିବ ସେଥିପାଇଁ ସେହି କ୍ଷତ ସ୍ଥାନରେ ଏକ କପଡାକୁ ଜୋରରେ ବାନ୍ଧି ଦେବେ ଏବଂ ପରେ ସଙ୍ଗେ ସଙ୍ଗେ ତାଙ୍କୁ ଡାକ୍ତରଖାନାକୁ ନେଇଯିବେ ।


ଅନ୍ଧବିଶ୍ୱାସର ଶିକାର ହେଲେ ନିଜ ଜୀଵନ ମଧ୍ୟ ହରାଇ ପାରିବେ ତେଣୁ ଏହି କଥାର ଧ୍ୟାନ ଦେବା ଆବଶ୍ୟକ କାରଣ ଏହି ସାପର ବିଷ ବହୁତ ଖତରନାକ ଥାଏ । ତେଣୁ ପ୍ରଥମେ ଡାକ୍ତର ଙ୍କ ପାଖକୁ ଯିବା ହିଁ ବୁଦ୍ଧିମାନ ର କାମ । ତେବେ ଏହା ଉପରେ ଆପଣଙ୍କ ମତାମତ କଣ ନିଶ୍ଚିତ ଜଣାନ୍ତୁ ।

Leave a Reply

Your email address will not be published. Required fields are marked *