Bollywood ଅଭିନେତ୍ରୀ Deepika Padukone ଙ୍କୁ ନେଇ ଆସିଲା ବଡ ଦୁଃଖ ଖବର, Hospital ରେ ଭର୍ତ୍ତି ହେଲେ ଦୀପିକା, ଚିନ୍ତାରେ ଫ୍ୟାନ୍ସ

ବନ୍ଧୁଗଣ ଆପଣ ମାନେ ସମସ୍ତେ ଆମ ବଲିଉଡ ଫିଲ୍ମ ଇଣ୍ଡଷ୍ଟ୍ରିରେ ଅଭିନୟ କରୁଥିବା ସମସ୍ତ ଅଭିନେତ୍ରୀ ମାନଙ୍କୁ ବେସ ଭଲ ଭାବରେ ଜାଣିଥିବେ । ଏହି ଅଭିନେତ୍ରୀ ମାନେ ନିଜ ପର୍ଶନାଲ ଲାଇଫ ଓ ନିଜ ସୁନ୍ଦରତା ପାଇଁ ସବୁବେଳେ ଚର୍ଚ୍ଚାରେ ରୁହନ୍ତି । ତେବେ ଆଜି ଆମେ ଆପଣ ମାନଙ୍କୁ ଯେଉଁ ବଲିଉଡ ଅଭିନେତ୍ରୀ ଜଣକଙ୍କ ବିଷୟରେ କହିବାକୁ ଯାଉଛୁ ସେ ବଲିଉଡ ଫିଲ୍ମ ଇଣ୍ଡଷ୍ଟ୍ରିରେ ପ୍ରସିଦ୍ଧି ହାସଲ କରିଛନ୍ତି ।

ଏହି ବଲିଉଡ ଅଭିନେତ୍ରୀ ଜଣକ ଆଉ କେହି ନୁହେଁ ଏ ହେଉଛନ୍ତି ଦୀପିକା ପାଦୁକୋନ । ବନ୍ଧୁଗଣ ଆପଣ ମାନେ ସମସ୍ତେ ବଲିଉଡ ଇଣ୍ଡଷ୍ଟ୍ରିର ସୁନ୍ଦରୀ ଅଭିନେତ୍ରୀ ଦୀପିକା ପାଦୁକୋନଙ୍କୁ ବେସ ଭଲ ଭାବରେ ଜାଣିଥିବେ । ଦୀପିକା ବଲିଉଡ ଇଣ୍ଡଷ୍ଟ୍ରିରେ ଅନେକ ସୁପର ହିଟ ଫିଲ୍ମ କରି ସୁନାମ ଅର୍ଜନ କରିଛନ୍ତି ଆଉ ତାଙ୍କ ଲୋକପ୍ରିୟତା ମଧ୍ୟ ବେସ ଅଧିକ ରହିଛି ।

ତେବେ ଦୀପିକା ନିଜ ସୁନ୍ଦରତା ଓ ନିଜ ପର୍ଶନାଲ ଲାଇଫ ପାଇଁ ସବୁବେଳେ ଚର୍ଚ୍ଚାରେ ରୁହନ୍ତି । ହେଲେ ଦୀପିକା ଏବେ କିଛି ଅଲଗା କାରଣ ପାଇଁ ଚର୍ଚ୍ଚାକୁ ଆସିଛନ୍ତି ଆଉ ଆଜି ଆମେ ଆପଣ ମାନଙ୍କୁ ଏହି ଖବର ବିଷୟରେ କହିବାକୁ ଯାଉଛୁ । ତା ହେଲେ ବନ୍ଧୁଗଣ ଆଉ ଡେରି ନକରି ଆସନ୍ତୁ ଜାଣିବା ଏହି ଖବର ବିଷୟରେ ।ବନ୍ଧୁଗଣ ଦୀପିକା ପାଦୁକୋନ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ପ୍ରଭାସଙ୍କ ସହ ସୁଟିଙ୍ଗ ବେଳେ ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ବିଗିଡି ଥିଲା ।

ଅଚାନକ ନିଶ୍ଵାସ ପ୍ରଶ୍ଵାସ ନେବାରେ କଷ୍ଟ ଅନୁଭବ କରିଲେ ଦୀପିକା । ଚିନ୍ତା ଯତାଇଲେ ଦୀପିକାଙ୍କ ଫ୍ୟାନ୍ସ । ଏବେ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋନ । ସୁଟିଙ୍ଗ ବେଳେ ଅଚାନକ ସେ ସ୍ୱାସ୍ଥ୍ୟ ଗତ ସମସ୍ୟାର ସମ୍ମୁଖୀନ ହୋଇଛନ୍ତି । ନିଶ୍ଵାସ-ପ୍ରଶ୍ଵାସ ନେବାରେ ସମସ୍ୟା ହେବାରୁ ତାଙ୍କୁ ତୁରନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

ମିଡିଆ ରିପୋର୍ଟସ ଅନୁସାରେ ହାଇଦ୍ରାବାଦରେ ଦୀପିକା ସାଉଥ ଅଭିନେତା ପ୍ରଭାସଙ୍କ ସହ ଫିଲ୍ମ ସୁଟିଙ୍ଗ କରୁଥିଲେ । ହେଲେ ହୃତ ସ୍ପନ୍ଦନ ହଠାତ ବଢି ଯିବାରୁ ତାଙ୍କୁ ନିଶ୍ଵାସ ପ୍ରଶ୍ଵାସ ନେବାରେ ସମସ୍ୟା ହୋଇଥିଲା । ଏହା ପରେ ଦୀପିକାଙ୍କୁ ହସ୍ପିଟାଲରେ ଭର୍ତ୍ତି କରଯାଇଥିଲା । ଦୀପିକା ବର୍ତ୍ତମାନ ସୁସ୍ଥ ଅଛନ୍ତି ଆଉ ଫିଲ୍ମ ସୁଟିଙ୍ଗ ପାଇଁ ଫେରି ଛନ୍ତି । ତା ହେଲେ ବନ୍ଧୁଗଣ ଏହି ଖବର ଉପରେ ଆପଣ ମାନଙ୍କର ମତ କଣ ଆମକୁ କମେଣ୍ଟ କରି ନିଶ୍ଚୟ ଜଣାଇବେ, ଧନ୍ୟବାଦ ।

Leave a Reply

Your email address will not be published. Required fields are marked *