ବନ୍ଧୁଗଣ ଆପଣ ମାନେ ସମସ୍ତେ ଆମ ବଲିଉଡ ଫିଲ୍ମ ଇଣ୍ଡଷ୍ଟ୍ରିରେ ଅଭିନୟ କରୁଥିବା ସମସ୍ତ ଅଭିନେତ୍ରୀ ମାନଙ୍କୁ ବେସ ଭଲ ଭାବରେ ଜାଣିଥିବେ । ଏହି ଅଭିନେତ୍ରୀ ମାନେ ନିଜ ପର୍ଶନାଲ ଲାଇଫ ଓ ନିଜ ସୁନ୍ଦରତା ପାଇଁ ସବୁବେଳେ ଚର୍ଚ୍ଚାରେ ରୁହନ୍ତି । ତେବେ ଆଜି ଆମେ ଆପଣ ମାନଙ୍କୁ ଯେଉଁ ବଲିଉଡ ଅଭିନେତ୍ରୀ ଜଣକଙ୍କ ବିଷୟରେ କହିବାକୁ ଯାଉଛୁ ସେ ବଲିଉଡ ଫିଲ୍ମ ଇଣ୍ଡଷ୍ଟ୍ରିରେ ପ୍ରସିଦ୍ଧି ହାସଲ କରିଛନ୍ତି ।
ଏହି ବଲିଉଡ ଅଭିନେତ୍ରୀ ଜଣକ ଆଉ କେହି ନୁହେଁ ଏ ହେଉଛନ୍ତି ଦୀପିକା ପାଦୁକୋନ । ବନ୍ଧୁଗଣ ଆପଣ ମାନେ ସମସ୍ତେ ବଲିଉଡ ଇଣ୍ଡଷ୍ଟ୍ରିର ସୁନ୍ଦରୀ ଅଭିନେତ୍ରୀ ଦୀପିକା ପାଦୁକୋନଙ୍କୁ ବେସ ଭଲ ଭାବରେ ଜାଣିଥିବେ । ଦୀପିକା ବଲିଉଡ ଇଣ୍ଡଷ୍ଟ୍ରିରେ ଅନେକ ସୁପର ହିଟ ଫିଲ୍ମ କରି ସୁନାମ ଅର୍ଜନ କରିଛନ୍ତି ଆଉ ତାଙ୍କ ଲୋକପ୍ରିୟତା ମଧ୍ୟ ବେସ ଅଧିକ ରହିଛି ।
ତେବେ ଦୀପିକା ନିଜ ସୁନ୍ଦରତା ଓ ନିଜ ପର୍ଶନାଲ ଲାଇଫ ପାଇଁ ସବୁବେଳେ ଚର୍ଚ୍ଚାରେ ରୁହନ୍ତି । ହେଲେ ଦୀପିକା ଏବେ କିଛି ଅଲଗା କାରଣ ପାଇଁ ଚର୍ଚ୍ଚାକୁ ଆସିଛନ୍ତି ଆଉ ଆଜି ଆମେ ଆପଣ ମାନଙ୍କୁ ଏହି ଖବର ବିଷୟରେ କହିବାକୁ ଯାଉଛୁ । ତା ହେଲେ ବନ୍ଧୁଗଣ ଆଉ ଡେରି ନକରି ଆସନ୍ତୁ ଜାଣିବା ଏହି ଖବର ବିଷୟରେ ।ବନ୍ଧୁଗଣ ଦୀପିକା ପାଦୁକୋନ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ପ୍ରଭାସଙ୍କ ସହ ସୁଟିଙ୍ଗ ବେଳେ ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ବିଗିଡି ଥିଲା ।
ଅଚାନକ ନିଶ୍ଵାସ ପ୍ରଶ୍ଵାସ ନେବାରେ କଷ୍ଟ ଅନୁଭବ କରିଲେ ଦୀପିକା । ଚିନ୍ତା ଯତାଇଲେ ଦୀପିକାଙ୍କ ଫ୍ୟାନ୍ସ । ଏବେ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋନ । ସୁଟିଙ୍ଗ ବେଳେ ଅଚାନକ ସେ ସ୍ୱାସ୍ଥ୍ୟ ଗତ ସମସ୍ୟାର ସମ୍ମୁଖୀନ ହୋଇଛନ୍ତି । ନିଶ୍ଵାସ-ପ୍ରଶ୍ଵାସ ନେବାରେ ସମସ୍ୟା ହେବାରୁ ତାଙ୍କୁ ତୁରନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।
ମିଡିଆ ରିପୋର୍ଟସ ଅନୁସାରେ ହାଇଦ୍ରାବାଦରେ ଦୀପିକା ସାଉଥ ଅଭିନେତା ପ୍ରଭାସଙ୍କ ସହ ଫିଲ୍ମ ସୁଟିଙ୍ଗ କରୁଥିଲେ । ହେଲେ ହୃତ ସ୍ପନ୍ଦନ ହଠାତ ବଢି ଯିବାରୁ ତାଙ୍କୁ ନିଶ୍ଵାସ ପ୍ରଶ୍ଵାସ ନେବାରେ ସମସ୍ୟା ହୋଇଥିଲା । ଏହା ପରେ ଦୀପିକାଙ୍କୁ ହସ୍ପିଟାଲରେ ଭର୍ତ୍ତି କରଯାଇଥିଲା । ଦୀପିକା ବର୍ତ୍ତମାନ ସୁସ୍ଥ ଅଛନ୍ତି ଆଉ ଫିଲ୍ମ ସୁଟିଙ୍ଗ ପାଇଁ ଫେରି ଛନ୍ତି । ତା ହେଲେ ବନ୍ଧୁଗଣ ଏହି ଖବର ଉପରେ ଆପଣ ମାନଙ୍କର ମତ କଣ ଆମକୁ କମେଣ୍ଟ କରି ନିଶ୍ଚୟ ଜଣାଇବେ, ଧନ୍ୟବାଦ ।