ଦେଖନ୍ତୁ କେମିତି ରାତି ଅଧରେ ସ୍ତ୍ରୀ Ipsita ଙ୍କ ସହିତ ରୋମାନ୍ସ କରୁଛନ୍ତି ସିଙ୍ଗର Kuldeep, ଦେଖନ୍ତୁ Video

ବନ୍ଧୁଗଣ ଆପଣ ମାନେ ସମସ୍ତେ ଆମ ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ ଗୀତ ଗାଉଥିବା ସମସ୍ତ ସିଙ୍ଗର ମାନଙ୍କୁ ବେସ ଭଲ ଭାବରେ ଜାଣିଥିବେ । ଏହି ସିଙ୍ଗର ମାନେ ନିଜ ପର୍ଶନାଲ ଲାଇଫ ଓ ନିଜ ଗୀତ ପାଇଁ ସୋସିଆଲ ମିଡିଆରେ ବହୁତ ଚର୍ଚାରେ ରୁହନ୍ତି । ବନ୍ଧୁଗଣ ଆଜି ଆମେ ଆପଣ ମାନଙ୍କୁ ଯେଉଁ ଓଡିଆ ସିଙ୍ଗର ଜଣକଙ୍କ ବିଷୟରେ କହିବାକୁ ଯାଉଛୁ ସେ ଆମ ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ ପ୍ରସିଦ୍ଧି ହାସଲ କରିଛନ୍ତି ।

ଏହି ସିଙ୍ଗର ଜଣକ ଆଉ କେହି ନୁହେଁ ଏ ହେଉଛନ୍ତି କୁଲଦୀପ ପଟ୍ଟନାୟକ । ଆପଣ ମାନେ ସମସ୍ତେ ଓଡିଆ ଗାୟକ କୁଲଦୀପ ପଟ୍ଟନାୟକଙ୍କୁ ବେସ ଭଲ ଭାବରେ ଜାଣିଥିବେ । କୁଲଦୀପ ହେଉଛନ୍ତି ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିର ଜଣେ ପ୍ରସିଦ୍ଧ ସିଙ୍ଗର । ସେ ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ ଅନେକ ସୁପର ହିଟ ଗୀତ ଗାଇ ସୁନାମ ଅର୍ଜନ କରିଛନ୍ତି ଓ ତାଙ୍କ ଲୋକପ୍ରିୟତା ମଧ୍ୟ ବେସ ଅଧିକ ରହିଛି ।

ତେବେ ବନ୍ଧୁଗଣ ଆସିବା ଦିନରୁ କୁଲଦୀପ ନିଜ ସୋସିଆଲ ମିଡିଆ ଆକାଉଣ୍ଟରେ ନୂଆ ନୂଆ ଭିଡିଓ ଓ ଫଟୋ ଅପଲୋଡ କରନ୍ତି ଦେଖୁ ଦେଖୁ ତାଙ୍କର ଫଟୋ ଭିଡିଓ ଭାଇରାଲ ହୋଇଯାଏ । ତେବେ ବନ୍ଧୁଗଣ ଗତ କିଛି ସମୟ ହେବ କୁଲଦୀପ ପଟ୍ଟନାୟକଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ବହୁତ ମାତ୍ରାରେ ଭାଇରାଲ ହେଉଛି । ବନ୍ଧୁଗଣ ଏହି ଭିଡିଓଟି ସାରା ଓଡିଶାରେ ଚର୍ଚ୍ଚାରେ ଅଛି ।

ତେବେ ଆଜି ଆମେ ଆପଣ ମାନଙ୍କୁ ଏହି ଭିଡିଓ ବିଷୟରେ କହିବାକୁ ଯାଉଛୁ ତା ହେଲେ ବନ୍ଧୁଗଣ ଆଉ ଡେରି ନକରି ଆସନ୍ତୁ ଜାଣିବା ଏହି ଭାଇରାଲ ଭିଡିଓ ବିଷୟରେ ।ବନ୍ଧୁଗଣ ଆପଣ ମାନେ ତ ଏହା ନିଶ୍ଚୟ ଜାଣିଥିବେ ଯେ ଓଡିଆ ଗାୟକ କୁଲଦୀପ ପଟ୍ଟନାୟକ ଗତ କିଛି ଦିନ ତଳେ ଓଡିଆ ସିଙ୍ଗର ଈପ୍ସିତାଙ୍କ ସହ ପ୍ରେମ ବିବାହ କରିଥିଲେ । ବିବାହ ପରଠାରୁ ଏହି ଦୁଇଜଣ ସୋସିଆଲ ମିଡିଆରେ ବହୁତ ଚର୍ଚ୍ଚାରେ ରହୁଛନ୍ତି ।

ବନ୍ଧୁଗଣ ଗତ କିଛି ସମୟ ହେବ କୁଲଦୀପ ଓ ଈପ୍ସିତାଙ୍କ ଏକ ଭିଡିଓ ଭାଇରାଲ ହେଉଛି । ଏହି ଭିଡିଓରେ କୁଲଦୀପ ଓ ଈପ୍ସିତା ବେଡ ଉପରେ ଶୋଇ ଛନ୍ତି ଏବଂ କୁଲଦୀପ ନିଜ ପତ୍ନୀ ଈପ୍ସିତାଙ୍କ ହାତ ପାପୁଲିକୁ ଚୁମ୍ବନ କରୁଥିବାର ନଜର ଆସୁଛନ୍ତି । ଏହି ଭିଡିଓ ଦେଖି ଜଣା ପଡୁଛି ଉଭୟ ପରସ୍ପରକୁ କେତେ ଅଧିକ ଭଲ ପାଉଛନ୍ତି । ତେବେ ତାଙ୍କ ଫ୍ୟାନ୍ସ ମାନଙ୍କୁ ମଧ୍ୟ ଏହି ଭିଡିଓଟି ବେସ ଅଧିକ ପସନ୍ଦ ଆସିଛି । ତା ହେଲେ ବନ୍ଧୁଗଣ ଆପଣ ମାନଙ୍କୁ କୁଲଦୀପ ଓ ଈପ୍ସିତାଙ୍କ ଏହି ରୋମାନ୍ସ ଭିଡିଓଟି କେମିତି ଲାଗିଲା ଆମକୁ କମେଣ୍ଟ କରି ନିଶ୍ଚୟ ଜଣାଇବେ, ଧନ୍ୟବାଦ ।

Leave a Reply

Your email address will not be published. Required fields are marked *