ଦେଖନ୍ତୁ ରଜରେ ଝିଅକୁ ନିଜ ହାତରେ କେମିତି ସଜ କରି ଦେଲେ ଅଭିନେତା Sritam Dash, ଦେଖନ୍ତୁ ଏହି Video

ବନ୍ଧୁଗଣ ଆପଣ ମାନେ ସମସ୍ତେ ଆମ ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ ଅଭିନୟ କରୁଥିବା ସମସ୍ତ ଅଭିନେତା ମାନଙ୍କୁ ବେସ ଭଲ ଭାବରେ ଜାଣିଥିବେ । ଏହି ଅଭିନେତା ମାନେ ନିଜ ପର୍ଶନାଲ ଲାଇଫ ଓ ନିଜ ଜବରଦସ୍ତ ଅଭିନୟ ପାଇଁ ସବୁବେଳେ ଚର୍ଚ୍ଚାରେ ରୁହନ୍ତି । ତେବେ ବନ୍ଧୁଗଣ ଆଜି ଆମେ ଆପଣ ମାନଙ୍କୁ ଯେଉଁ ଓଡିଆ ଅଭିନେତା ଜଣକଙ୍କ ବିଷୟରେ କହିବାକୁ ଯାଉଛୁ ସେ ଆମ ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ ପ୍ରସିଦ୍ଧି ହାସଲ କରିଛନ୍ତି ।

ଏହି ଓଡିଆ ଅଭିନେତା ଜଣକ ଆଉ କେହି ନୁହେଁ ଏ ହେଉଛନ୍ତି ଶ୍ରୀତମ ଦାସ । ବନ୍ଧୁଗଣ ଆପଣ ମାନେ ସମସ୍ତେ ଶ୍ରୀତମ ଦାସଙ୍କୁ ଅନେକ ସୁପର ହିଟ ଫିଲ୍ମରେ ନିଶ୍ଚୟ ଦେଖିଥିବେ । ଶ୍ରୀତମ ନିଜ ପର୍ଶନାଲ ଲାଇଫ ଓ  ନିଜ ଅଭିନୟ ପାଇଁ ସବୁବେଳେ ଚର୍ଚ୍ଚାରେ ରୁହନ୍ତି । ତେବେ ବନ୍ଧୁଗଣ ଆସିବା ଦିନରୁ ଶ୍ରୀତମ ସୋସିଆଲ ମିଡିଆରେ ନିଜ ନୂଆ ନୂଆ ଫଟୋ ଓ ଭିଡିଓ ସେୟାର କରନ୍ତି ଯାହା ଦେଖୁ ଦେଖୁ ଭାଇରାଲ ହୋଇଯାଏ ।

ଓଡିଶାରେ ଶ୍ରୀତମଙ୍କ ଲୋକପ୍ରିୟତା ବେସ ଅଧିକ ରହିଛି । ଶ୍ରୀତମଙ୍କ ହ୍ୟାଣ୍ଡସମ ଲୁକ୍ ଓ ତାଙ୍କ ଲାଇଫ ଷ୍ଟାଇଲକୁ ଲୋକମାନେ ବେସ ପସନ୍ଦ କରନ୍ତି । ତେବେ ବନ୍ଧୁଗଣ ଗତ କିଛି ସମୟ ହେବ ଶ୍ରୀତମଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି ଆଉ ଆଜି ଆମେ ଆପଣ ମାନଙ୍କୁ ଏହି ଭିଡିଓ ବିଷୟରେ କହିବାକୁ ଯାଉଛୁ । ବନ୍ଧୁଗଣ ଆପଣ ମାନେ ସମସ୍ତେ ଏହି ଭିଡିଓଟିକୁ ଦେଖିଲେ ବେସ ଅଧିକ ଖୁସି ହୋଇଯିବେ ।

ଏହି ଭିଡିଓଟି ଏବେ ସମସ୍ତ ସ୍ଥାନରେ ଚର୍ଚ୍ଚାରେ ରହିଛି । ତା ହେଲେ ବନ୍ଧୁଗଣ ଆଉ ଡେରି ନକରି ଆସନ୍ତୁ ଜାଣିବା ଶ୍ରୀତମଙ୍କ ଏହି ଭିଡିଓ ବିଷୟରେ । ବନ୍ଧୁଗଣ ଆପଣ ମାନେ ସମସ୍ତେ ତ ଏହା ନିଶ୍ଚୟ ଜାଣିଥିବେ ଯେ ଆଜି ହେଉଛି ରଜ ପର୍ବ । ରଜରେ ସମସ୍ତ ଝିଅ ମାନେ ସଜବାଜ ହୋଇ ଅତି ଧୁମଧାମର ସହ ମଜା କରନ୍ତି ।

ଏହି ଭିଡିଓରେ ଶ୍ରୀତମ ରଜ ଉପଲକ୍ଷେ ନିଜ ଝିଅ ଲିପାକ୍ଷିକୁ ସଜ କରୁଥିବାର ନଜର ଆସୁଛନ୍ତି । ବାପ-ଝିଅର ଏହି ସୁନ୍ଦର ସମ୍ପର୍କକୁ ଦେଖି ତାଙ୍କ ଫ୍ୟାନ୍ସ ମାନେ ବେସ ଅଧିକ ଖୁସି ହୋଇଛନ୍ତି । ଏହି ଭିଡିଓଟି ବହୁତ ମାତ୍ରାରେ ସେୟାର ବି ହେଉଛି । ତା ହେଲେ ବନ୍ଧୁଗଣ ଆପଣ ମାନଙ୍କୁ ଏହି ଭିଡିଓଟି କେମିତି ଲାଗିଲା ଆମକୁ କମେଣ୍ଟ କରି ନିଶ୍ଚୟ ଜଣାଇବେ, ଧନ୍ୟବାଦ ।

Leave a Reply

Your email address will not be published. Required fields are marked *