ବନ୍ଧୁଗଣ ଆପଣ ମାନେ ସମସ୍ତେ ଆମ ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ ଅଭିନୟ କରୁଥିବା ସମସ୍ତ ଅଭିନେତା ମାନଙ୍କୁ ବେସ ଭଲ ଭାବରେ ଜାଣିଥିବେ । ଏହି ଅଭିନେତା ମାନେ ନିଜ ପର୍ଶନାଲ ଲାଇଫ ଓ ନିଜ ଜବରଦସ୍ତ ଅଭିନୟ ପାଇଁ ସବୁବେଳେ ଚର୍ଚ୍ଚାରେ ରୁହନ୍ତି । ତେବେ ବନ୍ଧୁଗଣ ଆଜି ଆମେ ଆପଣ ମାନଙ୍କୁ ଯେଉଁ ଓଡିଆ ଅଭିନେତା ଜଣକଙ୍କ ବିଷୟରେ କହିବାକୁ ଯାଉଛୁ ସେ ଆମ ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ ପ୍ରସିଦ୍ଧି ହାସଲ କରିଛନ୍ତି ।
ଏହି ଓଡିଆ ଅଭିନେତା ଜଣକ ଆଉ କେହି ନୁହେଁ ଏ ହେଉଛନ୍ତି ଶ୍ରୀତମ ଦାସ । ବନ୍ଧୁଗଣ ଆପଣ ମାନେ ସମସ୍ତେ ଶ୍ରୀତମ ଦାସଙ୍କୁ ଅନେକ ସୁପର ହିଟ ଫିଲ୍ମରେ ନିଶ୍ଚୟ ଦେଖିଥିବେ । ଶ୍ରୀତମ ନିଜ ପର୍ଶନାଲ ଲାଇଫ ଓ ନିଜ ଅଭିନୟ ପାଇଁ ସବୁବେଳେ ଚର୍ଚ୍ଚାରେ ରୁହନ୍ତି । ତେବେ ବନ୍ଧୁଗଣ ଆସିବା ଦିନରୁ ଶ୍ରୀତମ ସୋସିଆଲ ମିଡିଆରେ ନିଜ ନୂଆ ନୂଆ ଫଟୋ ଓ ଭିଡିଓ ସେୟାର କରନ୍ତି ଯାହା ଦେଖୁ ଦେଖୁ ଭାଇରାଲ ହୋଇଯାଏ ।
ଓଡିଶାରେ ଶ୍ରୀତମଙ୍କ ଲୋକପ୍ରିୟତା ବେସ ଅଧିକ ରହିଛି । ଶ୍ରୀତମଙ୍କ ହ୍ୟାଣ୍ଡସମ ଲୁକ୍ ଓ ତାଙ୍କ ଲାଇଫ ଷ୍ଟାଇଲକୁ ଲୋକମାନେ ବେସ ପସନ୍ଦ କରନ୍ତି । ତେବେ ବନ୍ଧୁଗଣ ଗତ କିଛି ସମୟ ହେବ ଶ୍ରୀତମଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି ଆଉ ଆଜି ଆମେ ଆପଣ ମାନଙ୍କୁ ଏହି ଭିଡିଓ ବିଷୟରେ କହିବାକୁ ଯାଉଛୁ । ବନ୍ଧୁଗଣ ଆପଣ ମାନେ ସମସ୍ତେ ଏହି ଭିଡିଓଟିକୁ ଦେଖିଲେ ବେସ ଅଧିକ ଖୁସି ହୋଇଯିବେ ।
ଏହି ଭିଡିଓଟି ଏବେ ସମସ୍ତ ସ୍ଥାନରେ ଚର୍ଚ୍ଚାରେ ରହିଛି । ତା ହେଲେ ବନ୍ଧୁଗଣ ଆଉ ଡେରି ନକରି ଆସନ୍ତୁ ଜାଣିବା ଶ୍ରୀତମଙ୍କ ଏହି ଭିଡିଓ ବିଷୟରେ । ବନ୍ଧୁଗଣ ଆପଣ ମାନେ ସମସ୍ତେ ତ ଏହା ନିଶ୍ଚୟ ଜାଣିଥିବେ ଯେ ଆଜି ହେଉଛି ରଜ ପର୍ବ । ରଜରେ ସମସ୍ତ ଝିଅ ମାନେ ସଜବାଜ ହୋଇ ଅତି ଧୁମଧାମର ସହ ମଜା କରନ୍ତି ।
ଏହି ଭିଡିଓରେ ଶ୍ରୀତମ ରଜ ଉପଲକ୍ଷେ ନିଜ ଝିଅ ଲିପାକ୍ଷିକୁ ସଜ କରୁଥିବାର ନଜର ଆସୁଛନ୍ତି । ବାପ-ଝିଅର ଏହି ସୁନ୍ଦର ସମ୍ପର୍କକୁ ଦେଖି ତାଙ୍କ ଫ୍ୟାନ୍ସ ମାନେ ବେସ ଅଧିକ ଖୁସି ହୋଇଛନ୍ତି । ଏହି ଭିଡିଓଟି ବହୁତ ମାତ୍ରାରେ ସେୟାର ବି ହେଉଛି । ତା ହେଲେ ବନ୍ଧୁଗଣ ଆପଣ ମାନଙ୍କୁ ଏହି ଭିଡିଓଟି କେମିତି ଲାଗିଲା ଆମକୁ କମେଣ୍ଟ କରି ନିଶ୍ଚୟ ଜଣାଇବେ, ଧନ୍ୟବାଦ ।