ଏବେ କେମିତି ଅଛି ଅଭିନେତା Mihir Das ଙ୍କ ସ୍ବାସ୍ଥ୍ୟବସ୍ଥା, ଡାକ୍ତର କଲେ ଏହି ବଡ ଖୁଲାସା !

ବନ୍ଧୁଗଣ ଆପଣ ମାନେ ସମସ୍ତେ ଆମ ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ ଅଭିନୟ କରୁଥିବା ସମସ୍ତ ଅଭିନେତା ମାନଙ୍କୁ ବେସ ଭଲ ଭାବରେ ଜାଣିଥିବେ । ଏହି ଓଡିଆ ଅଭିନେତା ମାନେ ନିଜ ପର୍ଶନାଲ ଲାଇଫ ଓ ନିଜ ଅଭିନୟ ପାଇଁ ସୋସିଆଲ ମିଡିଆରେ ସବୁବେଳେ ଚର୍ଚାରେ ରୁହନ୍ତି । ବନ୍ଧୁଗଣ ଆଜି ଆମେ ଆପଣ ମାନଙ୍କୁ ଯେଉଁ ଓଡିଆ ଅଭିନେତା ଜଣକଙ୍କ ବିଷୟରେ କହିବାକୁ ଯାଉଛୁ ସେ ଆମ ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ ସୁନାମ ଅର୍ଜନ କରିଛନ୍ତି ।

ଏହି ଅଭିନେତା ଜଣକ ଆଉ କେହି ନୁହେଁ ଏ ହେଉଛନ୍ତି ମିହିର ଦାସ । ମିହିର ଦାସ ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ ଅନେକ ସୁପର ହିଟ ଫିଲ୍ମ କରି ପ୍ରସିଦ୍ଧି ହାସଲ କରିଛନ୍ତି ଓ ତାଙ୍କ ଲୋକପ୍ରିୟତା ମଧ୍ୟ ବେସ ଅଧିକ ରହିଛି । ତେବେ ଗତ କିଛି ଦିନ ତଳେ ଖବର ଆସିଥିଲା ଯେ ମିହିର ଦାସ ଅସୁସ୍ଥ ଅଛନ୍ତି ଓ କଟକରେ ଏକ ଘରୋଇ ହସ୍ପିଟାଲରେ ତାଙ୍କର ଚିକିତ୍ସା ଚାଲିଛି ।

ବନ୍ଧୁଗଣ ଗତ କିଛି ବର୍ଷ ହେବ ମିହିର ଦାସ କିଡ୍ନି ରୋଗରେ ପୀଡିତ ଥିଲେ ତେବେ ଗତ କିଛି ଦିନ ତଳେ ଏହି କିଡ୍ନି ରୋଗ ପାଇଁ ତାଙ୍କ ଅବସ୍ଥା ଗୁରୁତ୍ଵର ହୋଇଯାଇଥିଲା । ଯାହାଫଳରେ ତାଙ୍କୁ କଟକରେ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରଯାଇଥିଲା । ମିହିରଙ୍କ ସ୍ୱାସ୍ଥ୍ୟ ଅବସ୍ଥା ବିଷୟରେ ପୂର୍ବରୁ ତାଙ୍କ ପୁଅ ଅମ୍ଳାନ ଦାସ ମଧ୍ୟ କହିଥିଲେ ।

ତେବେ ବନ୍ଧୁଗଣ ବର୍ତ୍ତମାନ ମିହିର ଦାସଙ୍କ ସ୍ୱାସ୍ଥ୍ୟ ଅବସ୍ଥାକୁ ନେଇ ଏକ ବଡ ଖବର ସାମ୍ନାକୁ ଆସିଛି ଓ ଆଜି ଆମେ ଆପଣ ମାନଙ୍କୁ ଏହି ଖବର ବିଷୟରେ କହିବାକୁ ଯାଉଛୁ ତା ହେଲେ ଆସନ୍ତୁ ଜାଣିବା ଏହି ଖବର ବିଷୟରେ । ମିଡିଆ ରିପୋର୍ଟସ ଅନୁସାରେ ବର୍ତ୍ତମାନ ମିହିର ଦାସଙ୍କ ସ୍ୱାସ୍ଥ୍ୟ ଅବସ୍ଥା ସ୍ତିର ରହିଛି ଦୀର୍ଘ ତିନି ସପ୍ତାହ ଧରି ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତ୍ଵର ଥିବାରୁ ସେ କଟକର ଏକ ଘରୋଇ ହସ୍ପିଟାଲରେ ଆଇସିୟୁରେ ଚିକିସ୍ତିତ ହେଉଛନ୍ତି ।


ଡାକ୍ତର କହିଛନ୍ତି ଆଗାମୀ ୯୬ ଘଣ୍ଟା ମିହିରଙ୍କ ପାଇଁ ଗୁରୁତ୍ଵପୂର୍ଣ୍ଣ ସୁସ୍ଥ ହୋଇ ଡିସଚାର୍ଜ ହେବାକୁ ତାଙ୍କୁ ଆଉ କିଛି ଦିନ ଲାଗିପାରେ । ବନ୍ଧୁଗଣ ମିହିର ଦାସଙ୍କ ସ୍ୱାସ୍ଥ୍ୟ ଅବସ୍ଥା ପାଇଁ ସାରା ଓଡିଶା ବାସୀ ଏବେ ଚିନ୍ତିତ ଅଛନ୍ତି । ତା ହେଲେ ବନ୍ଧୁଗଣ ମିହିର ଦାସଙ୍କ ସ୍ୱାସ୍ଥ୍ୟ ଅବସ୍ଥା ସହ ଜଡିତ ଏହି ଖବରଟି ଆପଣ ମାନଙ୍କୁ କେମିତି ଲାଗିଲା ଆମକୁ କମେଣ୍ଟ କରି ନିଶ୍ଚୟ ଜଣାଇବେ, ଧନ୍ୟବାଦ ।

Leave a Reply

Your email address will not be published. Required fields are marked *