ଦର୍ଶକ ବନ୍ଧୁ ଆପଣ ମାନେ ସମସ୍ତେ ଆମ ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ ଅଭିନୟ କରୁଥିବା ସମସ୍ତ କମେଡିଆନ ମାନଙ୍କୁ ବେସ ଭଲ ଭାବରେ ଜାଣିଥିବେ । ଏହି କମେଡିଆନ ମାନେ ନିଜ ପର୍ଶନାଲ ଲାଇଫ ଓ ନିଜ ଯବଦରସ୍ତ ଅଭିନୟ ପାଇଁ ସବୁବେଳେ ଚର୍ଚ୍ଚାରେ ରୁହନ୍ତି । ତେବେ ବନ୍ଧୁଗଣ ଆଜି ଆମେ ଆପଣ ମାନଙ୍କୁ ଯେଉଁ ଓଡିଆ କମେଡିଆନ ଜଣକଙ୍କ ବିଷୟରେ କହିବାକୁ ଯାଉଛୁ ସେ ଆମ ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ କାମ କରି ପ୍ରସିଦ୍ଧି ହାସଲ କରିଛନ୍ତି ।
ତେବେ ଏହି ଅଭିନେତା ଜଣକ ଆଉ କେହି ନୁହେଁ ଏ ହେଉଛନ୍ତି ପପୁ ପମ ପମ । ବନ୍ଧୁଗଣ ଆପଣ ମାନେ ସମସ୍ତେ ଓଡିଆ ଲୋକପ୍ରିୟ ଅଭିନେତା ପପୁ ପମ ପମଙ୍କୁ ବେସ ଭଲ ଭାବରେ ଜାଣିଥିବେ । ପପୁ ନିଜର ଜବରଦସ୍ତ ଅଭିନୟ ପଦର୍ଶନ କରି ସୁନାମ ଅର୍ଜନ କରିଛନ୍ତି ଓ ତାଙ୍କ ଲୋକପ୍ରିୟତା ମଧ୍ୟ ବେସ ଅଧିକ ରହିଛି । ତେବେ ଗତ କିଛି ସମୟ ହେବ ପପୁ କିଛି ଅଲଗା କାରଣ ପାଇଁ ଚର୍ଚ୍ଚାକୁ ଆସିଛନ୍ତି ।
ହଁ ଦର୍ଶକ ବନ୍ଧୁ ଗତ କିଛି ସମୟ ହେବ ପପୁଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ଏହି ଭିଡିଓକୁ ନେଇ ଏବେ ସବୁ ଆଡେ ଚର୍ଚ୍ଚା ଜୋର ଧରିଛି ଆଉ ଆଜି ଆମେ ଆପଣ ମାନଙ୍କୁ ଏହି ଭିଡିଓ ବିଷୟରେ କହିବାକୁ ଯାଉଛୁ । ତା ହେଲେ ବନ୍ଧୁଗଣ ଆଉ ଡେରି ନକରି ଆସନ୍ତୁ ଜାଣିବା ଏହି ଭିଡିଓ ବିଷୟରେ ।
ଦର୍ଶକ ବନ୍ଧୁ ଭାଇରାଲ ହେଉଥିବା ଭିଡିଓରେ ପପୁ ପମ ପମ ଯାତ୍ରା ସ୍ଟେଜରେ ନଜର ଆସୁ ଛନ୍ତି । କୋଣାର୍କ ଅପେରା ପପୁଙ୍କୁ ଅତିଥି ରୂପେ ଡାକି ଥିଲା । ତେଣୁ ପପୁ କୋଣାର୍କ ଅପେରା ଯାତ୍ରାରେ ଯୋଗ ଦେଇ ଥିଲେ । ଆପଣ ମାନେ ସମସ୍ତ ତ ଏହା ନିଶ୍ଚିତ ଜାଣିଥିବେ ଯେ ପପୁ ଯେଉଁ ଯାତ୍ରା କିମ୍ବା ମେଲୋଡିକୁ ଯାନ୍ତି ସେଠାରେ ଦର୍ଶକଙ୍କ ହସ ଆଉ ତାଳି ଶୁଭି ଥାଏ ।
ବନ୍ଧୁଗଣ ଏଠାରେ ମଧ୍ୟ ଠିକ ଏଭଳି କିଛି ଦୃଶ୍ୟ ଦେଖିବାକୁ ମିଳିଲା । କୋଣାର୍କ ଅପେରାରେ ଯୋଗ ଦେଇ ପପୁ ଯେଉଁ ଭଲା କମେଡି କରିଲେ ଯାହା ଦେଖି ଲୋକ ମାନେ ହସି ହସି ବେଦମ ହେଲେ । ଏହି ଭିଡିଓଟି ଏବେ ସୋସିଆଲ ମିଡିଆରେ ଖୁବ ଭାଇରାଲ ହେବାରେ ଲାଗିଛି । ତା ହେଲେ ବନ୍ଧୁଗଣ ଏହି ଭିଡିଓ ଉପରେ ଆପଣ ମାନଙ୍କର ମତ କଣ ଆମକୁ କମେଣ୍ଟ ମାଧ୍ୟମରେ ନିଶ୍ଚୟ ଜଣାଇବେ, ଧନ୍ୟବାଦ ।