ଦେଖନ୍ତୁ Video: Lata ଦିଦିଙ୍କୁ ଶ୍ରଦ୍ଧାଞ୍ଜଳି ନେଇ ବିବାଦ ଘେରରେ Shahrukh, ଛେପ ପକାଇଥିଲେ କି ଶାହରୁଖ ? ଦେଖନ୍ତୁ କଣ ଅଟେ ପୁରା ମାମଲା !

ବନ୍ଧୁଗଣ ବଲିଉଡ ଇଣ୍ଡଷ୍ଟ୍ରିର ଲୋକପ୍ରିୟ ଗାୟିକା ଲତା ମଙ୍ଗେସ୍କର ଆଜି ଆମ ମାନଙ୍କ ଗହଳରେ ନାହାନ୍ତି । ଗତ ପହଡଦିନ ତାଙ୍କର ପରଲୋକ ଘଟିଛି । ବନ୍ଧୁଗଣ ଗତ କିଛି ସମୟ ହେବ ସୋସିଆଲ ମିଡିଆରେ କେବଳ ଲତାଙ୍କର ଫଟୋ ଓ ଭିଡିଓ ବହୁତ ମାତ୍ରାରେ ଭାଇରାଲ ହେଉଛି । ସ୍ଵର ସମ୍ରାଙ୍ଗୀ ଲତା ମଙ୍ଗେସ୍କର ୯୨ ବର୍ଷ ବୟସରେ ଦୁନିଆ ଛାଡି ଚାଲି ଯାଇଛନ୍ତି । ତେବେ ବନ୍ଧୁଗଣ ସେ ଗତ ଜାନୁୟାରୀ ମାସ ୮ ତାରିଖରେ କରୋନା ମହାମାରୀରେ ଚିହ୍ନଟ ହୋଇଥିଲେ ।

କରୋନାରେ ଚିହ୍ନଟ ହେବା ପରେ ମୁମ୍ବାଇର ବ୍ରିଚ କାଣ୍ଡି ହସ୍ପିଟାଲରେ ତାଙ୍କର ଚିକିତ୍ସା ଚାଲିଥିଲା ହେଲେ ବନ୍ଧୁଗଣ ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତ୍ଵର ହେବାରୁ ଗତ ପହଡଦିନ ସେ ଆମ ମାନଙ୍କୁ ଛାଡି ଚାଲି ଯାଇଥିଲେ । ତେବେ ଦେଶର କେତେକ ବଡ ବଡ ନେତା, ଫିଲ୍ମଷ୍ଟାର, ପ୍ରଧାନମନ୍ତ୍ରୀ ଓ ରାଷ୍ଟ୍ରପତି ଲତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ହେଲେ ଗତ କିଛି ସମୟ ହେବ ଏକ ଆଶ୍ଚର୍ଯ୍ୟ ଜନକ ଖବର ସୋସିଆଲ ମିଡିଆରେ ଭାଇରାଲ ହେଉଛି ।

ଆଜି ଆମେ ଆପଣ ମାନଙ୍କୁ ଏହି ଖବର ବିଷୟରେ କହିବାକୁ ଯାଉଛୁ । ତା ହେଲେ ବନ୍ଧୁଗଣ ଆଉ ଡେରି ନକରି ଆସନ୍ତୁ ଜାଣିବା ଏହା ବିଷୟରେ । ମୁମ୍ବାଇର ଶିବାଜି ପାର୍କରେ ଚାଲିଥିଲା ଭାରତ ରତ୍ନ ଲତା ମଙ୍ଗେସକରଙ୍କ ଅନ୍ତିମ ସଂସ୍କାର କାର୍ଯ୍ୟକ୍ରମ । ଶିବାଜି ପାର୍କରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମେତ ଦେଶର ସମସ୍ତ ବିଶିଷ୍ଟ ବ୍ୟକ୍ତି ମର ଶରୀର ନିକଟକୁ ଯାଇ ଶ୍ରଦ୍ଧାଞ୍ଜଳି ଦେଇଥିଲେ ।

ମାଷ୍ଟର ବ୍ଳାଷ୍ଟର ସଚିନ ତେନ୍ଦୁଲକର ଲତାଙ୍କ ମର ଶରୀରକୁ ଛୁଇଁ ସମ୍ମାନ ଜଣାଇଥିଲେ । ଏହା ପରେ ସେଠାକୁ ପହଞ୍ଚି ଥିଲେ ବଲିଉଡର କିଙ୍ଗ ଖାନ ଶାହରୁଖ ଖାନ । ଶାହରୁଖ ଖାନଙ୍କ ସହ ଥିଲେ ମ୍ୟାନେଜର ପୂଜା ଦଦଲାନି ଉଭୟ ଗୋଟିଏ ସ୍ଥାନରେ ଛିଡା ହୋଇ ଲତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ହେଲେ ଉପାୟ ଥିଲା ଭିନ୍ନ ଭିନ୍ନ ଲତାଙ୍କ ପାଇଁ ଶାହରୁଖ ଦୁଆ ମାଗୁଥିବା ବେଳେ ପୂଜା ଭଗବାନଙ୍କୁ ହାତ ଯୋଡି ପ୍ରାର୍ଥନା କରୁଥିଲେ ।

ହେଲେ ସେହି ସମୟରେ ଶାହରୁଖ ଲତାଙ୍କୁ ଶ୍ରଦ୍ଧାଞ୍ଜଳି ଦେବା ସମୟରେ ନିଜ ମାସ୍କ କାଢି ଛିପ ପକାଉ ଥିବା ଅନେକ ଲୋକ ଅଭିଯୋଗ ଆଣିଛନ୍ତି ।ଅନେକ ଲୋକ କହୁଛନ୍ତି ଶାହରୁଖ ଛିପ ପକାଇଲେ ଓ ଅନେକ ଲୋକ କହୁଛନ୍ତି ଶାହରୁଖ ଦୁଆ ମାଗିଲେ । ତେବେ ବନ୍ଧୁଗଣ ଏହି ଭିଡିଓକୁ ନେଇ ଏବେ ସବୁ ଆଡେ ଚର୍ଚ୍ଚା ଚାଲିଛି । ତା ହେଲେ ଏହି ଖବର ଉପରେ ଆପଣ ମାନଙ୍କର ମତ କଣ ଆମକୁ କମେଣ୍ଟ କରି ନିଶ୍ଚୟ ଜଣାଇବେ, ପୋସ୍ଟ ଟି ପୁରା ପଢିଥିବାରୁ ଧନ୍ୟବାଦ ! ଆମ ପୋସ୍ଟ ଟି ଆପଣଙ୍କୁ ଭଲ ଲାଗିଥିଲେ ଲାଇକ ଓ ଶେୟାର କରିବେ ଓ ଆଗକୁ ଆମ ସହ ରହିବା ପାଇଁ ଆମ ପେଜକୁ ଗୋଟିଏ ଲାଇକ କରିବେ ।

Leave a Reply

Your email address will not be published. Required fields are marked *