ଦେଖନ୍ତୁ ମା’ ହେବା ପରେ ଜାଆଁଳା ଛୁଆଙ୍କ ସହ କେମିତି ଅଛନ୍ତି ଓଡିଆ ହିରୋଇନ Jhilik Bhattacharya

ବନ୍ଧୁଗଣ ଆପଣ ମାନେ ସମସ୍ତେ ଆମ ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ ଅଭିନୟ କରୁଥିବା ସମସ୍ତ ଅଭିନେତ୍ରୀ ମାନଙ୍କୁ ବେସ ଭଲ ଭାବରେ ଜାଣିଥିବେ । ଏହି ଅଭିନେତ୍ରୀ ମାନେ ନିଜ ପର୍ଶନାଲ ଲାଇଫ ଓ ନିଜ ସୁନ୍ଦରତା ପାଇଁ ସବୁବେଳେ ଚର୍ଚ୍ଚାରେ ରୁହନ୍ତି । ତେବେ ବନ୍ଧୁଗଣ ଆଜି ଆମେ ଆପଣ ମାନଙ୍କୁ ଯେଉଁ ଓଡିଆ ଅଭିନେତ୍ରୀ ଜଣକଙ୍କ ବିଷୟରେ କହିବାକୁ ଯାଉଛୁ ସେ ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ ପ୍ରସିଦ୍ଧି ହାସଲ କରିଛନ୍ତି ।

ବନ୍ଧୁଗଣ ଏହି ଅଭିନେତ୍ରୀ ଜଣକ ଆଉ କେହି ନୁହେଁ ଏ ହେଉଛନ୍ତି ଝିଲିକ ଭଟ୍ଟାଚାର୍ଜ୍ୟ । ବନ୍ଧୁଗଣ ଆପଣ ମାନେ ସମସ୍ତେ ଓଡିଆ ଅଭିନେତ୍ରୀ ଝିଲିକଙ୍କ ଅନେକ ସୁପର ହିଟ ଫିଲ୍ମ ଦେଖିଥିବେ । ଝିଲିକ ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିର ଜଣେ ପ୍ରସିଦ୍ଧ ଅଭିନେତ୍ରୀ ଅଟନ୍ତି । ଝିଲିକ ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ ଅନେକ ସୁପର ହିଟ ଫିଲ୍ମ କରି ପ୍ରସିଦ୍ଧି ହାସଲ କରିଛନ୍ତି ଓ ତାଙ୍କ ଲୋକପ୍ରିୟତା ମଧ୍ୟ ବେସ ଅଧିକ ରହିଛି ।

ତେବେ ବନ୍ଧୁଗଣ ଆସିବା ଦିନରୁ ଝିଲିକ ସୋସିଆଲ ମିଡିଆରେ ବହୁତ ଆକ୍ଟିଭ ରୁହନ୍ତି ।  ଝିଲିକଙ୍କ ସୁନ୍ଦରତା ଓ ତାଙ୍କ ଅଭିନୟକୁ ଦର୍ଶକ ମାନେ ବେସ ପସନ୍ଦ କରନ୍ତି । ଝିଲିକ ସେଥିପାଇଁ ନିଜ ସୋସିଆଲ ମିଡିଆ ଆକାଉଣ୍ଟରେ ନିଜର ନୂଆ ନୂଆ ଫଟୋ ଓ ଭିଡିଓ ସେୟାର କରନ୍ତି ଯାହା ଦେଖୁ ଦେଖୁ ଭାଇରାଲ ହୋଇଯାଏ ।

ବନ୍ଧୁଗଣ ଆପଣ ମାନେ ସମସ୍ତେ ତ ଏହା ନିଶ୍ଚୟ ଜାଣିଥିବେ ଯେ, ଝିଲିକ ଗତ କିଛି ସମୟ ହେବ ସୋସିଆଲ ମିଡିଆରେ ବହୁତ ଚର୍ଚ୍ଚାରେ ଅଛନ୍ତି କାରଣ ଗତ କାଲି ଝିଲିକ ମା ହୋଇଛନ୍ତି । ଝିଲିକ ଦୁଇଟି ଜାଆଁଳା ଛୁଆର ମା ହୋଇଛନ୍ତି । ଝିଲିକ ଦୁଇଟି କନ୍ୟା ସନ୍ତାନକୁ ଜନ୍ମ ଦେଇ ଝିଲିକ ମା ହୋଇଛନ୍ତି । ଆଉ ସବୁ ଠାରୁ ବଡ କଥା ହେଉଛି ଝିଲିକ ନିଜ ଜନ୍ମ ଦିନରେ ହିଁ ମା ହୋଇଛନ୍ତି ।

ନିଜ ଜନ୍ମ ଦିନରେ ତାଙ୍କୁ ସବୁଠାରୁ ବଡ ଉପହାର ମିଳିଛି ବୋଲି ସେ ସୋସିଆଲ ମିଡିଆରେ ସେୟାର କରିଛନ୍ତି । ତାଙ୍କୁ ତାଙ୍କ ଜନ୍ମଦିନରେ ଭଗବାନ ସବୁଠାରୁ ଭଲ ଗିଫ୍ଟ ଦେଇଛନ୍ତି । ଓଡିଆ ଇଣ୍ଡଷ୍ଟ୍ରିର ସମସ୍ତ କଳାକାର ମାନେ ଝିଲିକଙ୍କୁ ସୁବେଚ୍ଚା ଜଣାଇଛନ୍ତି । ଆଉ ଝିଲିକଙ୍କ ଫ୍ୟାନ୍ସ ମାନେ ମଧ୍ୟ ଏହି ଖବର ବିଷୟରେ ଜାଣିବା ପରେ ବେସ ଖୁସି ଅଛନ୍ତି । ତା ହେଲେ ବନ୍ଧୁଗଣ ଆପଣ ମାନଙ୍କୁ ଏହି ଖବରଟି କେମିତି ଲାଗିଲା ଆମକୁ କମେଣ୍ଟ କରି ନିଶ୍ଚୟ ଜଣାଇବେ, ଧନ୍ୟବାଦ ।

Leave a Reply

Your email address will not be published. Required fields are marked *