ଶାଶୁଘରେ ନଣନ୍ଦଙ୍କ ଏମିତି ଡ୍ୟାନ୍ସ କଲେ Gungun, ଦେଖିଲେ ଆଶ୍ଚର୍ଯ୍ୟ ହେଇଯିବେ, ଦେଖନ୍ତୁ Video

ବନ୍ଧୁଗଣ ଆପଣ ମାନେ ସମସ୍ତେ ଆମ ଓଡିଆ ଟିଭି ଇଣ୍ଡଷ୍ଟ୍ରିରେ ଅଭିନୟ କରୁଥିବା ସମସ୍ତ ଅଭିନେତ୍ରୀ ମାନଙ୍କୁ ବେସ ଭଲ ଭାବରେ ଜାଣିଥିବେ । ଏହି ଅଭିନେତ୍ରୀ ମାନେ ନିଜ ଜୀବନରେ ବହୁତ କଷ୍ଟ ଓ ସଂଘର୍ଷ କରି ଓଡିଆ ଟିଭି ଇଣ୍ଡଷ୍ଟ୍ରିରେ ସଫଳତା ପାଇଥାନ୍ତି । ସଫଳତା ପାଇବା ପରେ ନିଜ ଅଭିନୟ ଓ ନିଜ ପର୍ଶନାଲ ଲାଇଫ ପାଇଁ ସବୁବେଳେ ଚର୍ଚାରେ ରୁହନ୍ତି ଏହି ଅଭିନେତ୍ରୀ ମାନେ । ଏହା ସହିତ ନିଜ ଲଭ ଅଫେୟାର ଓ ନିଜ ବିବାହ ପାଇଁ ମଧ୍ୟ ଚର୍ଚାରେ ରୁହନ୍ତି ଅଭିନେତ୍ରୀ ।

ବନ୍ଧୁଗଣ ଆଜି ଆମେ ଆପଣ ମାନଙ୍କୁ ଯେଉଁ ଓଡିଆ ଅଭିନେତ୍ରୀଙ୍କ ବିଷୟରେ କହିବାକୁ ଯାଉଛୁ ସେ ଆମ ଓଡିଆ ଟିଭି ଇଣ୍ଡଷ୍ଟ୍ରିରେ ପ୍ରସିଦ୍ଧି ହାସଲ କରିଛନ୍ତି । ଏହି ଅଭିନେତ୍ରୀ ଜଣକ ଆଉ କେହି ନୁହେଁ ଏ ହେଉଛନ୍ତି ଗୁନଗୁନ । ବନ୍ଧୁଗଣ ଆପଣ ମାନେ ସମସ୍ତେ ଗୁନଗୁନଙ୍କ ଜବରଦସ୍ତ ଅଭିନୟ ତ ନିଶ୍ଚୟ ଦେଖିଥିବେ । ଗୁନଗୁନ ଓଡିଆ ଆଟିଭି ଇଣ୍ଡଷ୍ଟ୍ରିରେ କାମ କରି ସୁନାମ ଅର୍ଜନ କରିଛନ୍ତି ଓ ତାଙ୍କ ଲୋକପ୍ରିୟତା ମଧ୍ୟ ବେସ ଅଧିକ ରହିଛି ।

ତେବେ ବନ୍ଧୁଗଣ ଆପଣ ମାନେ ତ ଏହା ନିଶ୍ଚୟ ଜାଣିଥିବେ ଯେ, ଗତ କିଛି ଦିନ ତଳେ ଗୁନଗୁନ ବିବାହ ବନ୍ଧନରେ ବାନ୍ଧି ହୋଇଥିଲେ । ବିବାହ ପରଠାରୁ ଗୁନଗୁନ ସୋସିଆଲ ମିଡିଆରେ ବହୁତ ଚର୍ଚାରେ ରହୁଛନ୍ତି । ଆସିବା ଦିନରୁ ଗୁନଗୁନ ନିଜ ସୋସିଆଲ ମିଡିଆ ଆକାଉଣ୍ଟରେ ନୂଆ ନୂଆ ଫଟୋ ଓ ଭିଡିଓ ଅପଲୋଡ କରନ୍ତି । ଏବେ ଗୁନଗୁନ ନିଜ ଶାଶୁ ଘରେ ଅଛନ୍ତି ଓ ଶାଶୁ ଘରେ ରହି ଏକ ଭିଡିଓ ଅପଲୋଡ କରିଛନ୍ତି ଯାହା ବର୍ତ୍ତମାନ ସୋସିଆଲ ମିଡିଆରେ ବହୁତ ଭାଇରାଲ ହେଉଛି ।

ବନ୍ଧୁଗଣ ଆଜି ଆମେ ଆପଣ ମାନଙ୍କୁ ଗୁନଗୁନଙ୍କ ଏହି ଭାଇରାଲ ଭିଡିଓ ବିଷୟରେ କହିବାକୁ ଯାଉଛୁ ତା ହେଲେ ଆସନ୍ତୁ ଜାଣିବା ଏହି ଭିଡିଓ ବିଷୟରେ । ବନ୍ଧୁଗଣ ଶାଶୁ ଘରେ ରହି ପ୍ରଥମ ଥର ପାଇଁ ଗୁନଗୁନ ନିଜ ନଣନ୍ଦଙ୍କ ସହ ମିଶି ଏକ ଡ୍ୟାନ୍ସ ଭିଡିଓ ଅପଲୋଡ କରିଛନ୍ତି । ଏହି ଭିଡିଓରେ ଗୁନଗୁନ ଓ ତାଙ୍କ ନଣନ୍ଦ ଜବରଦସ୍ତ ଡ୍ୟାନ୍ସ କରୁଥିବାର ନଜର ଆସୁଛନ୍ତି ।

ବିବାହ ପରେ ଗୁନଗୁନ ବହୁତ ଖୁସି ନଜର ଆସୁଛନ୍ତି । ତେବେ ଏହି ଭିଡିଓଟିକୁ ତାଙ୍କ ଫ୍ୟାନ୍ସ ମାନେ ବେସ ଅଧିକ ପସନ୍ଦ କରିଛନ୍ତି । ଆପଣ ମାନଙ୍କୁ ଗୁନଗୁନଙ୍କ ଏହି ଡ୍ୟାନ୍ସ ଭିଡିଓ କେମିତି ଲାଗିଲା ଆମକୁ କମେଣ୍ଟ କରି ନିଶ୍ଚୟ ଜଣାଇବେ, ପୋସ୍ଟ ଟି ପୁରା ପଢିଥିବାରୁ ଧନ୍ୟବାଦ ! ଆମ ପୋସ୍ଟ ଟି ଆପଣଙ୍କୁ ଭଲ ଲାଗିଥିଲେ ଲାଇକ ଓ ଶେୟାର କରିବେ ଓ ଆଗକୁ ଆମ ସହ ରହିବା ପାଇଁ ଆମ ପେଜକୁ ଗୋଟିଏ ଲାଇକ କରିବେ ।

Leave a Reply

Your email address will not be published. Required fields are marked *