ପ୍ରଥମ ଥର ପାଇଁ ଦେଖନ୍ତୁ Ollywood ହୀରୋ ମାନଙ୍କର ସୁନ୍ଦରୀ ସ୍ତ୍ରୀ ମାନଙ୍କୁ, କେଉଁଟି ଆପଣଙ୍କ ଫେବ୍ରେଟ ଯୋଡି ?

ବନ୍ଧୁଗଣ ଆପଣ ମାନେ ସମସ୍ତେ ଆମ ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ ଅଭିନୟ କରୁଥିବା ସମସ୍ତ ଅଭିନେତା ମାନଙ୍କୁ ବେସ ଭଲ ଭାବରେ ଜାଣିଥିବେ । ଏହି ଅଭିନେତା ମାନେ ନିଜ ଜୀବନରେ ବହୁତ କଷ୍ଟ ଓ ସଂଘର୍ଷ କରି ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ ସଫଳତା ପାଇଛନ୍ତି । ନିଜ ପର୍ଶନାଲ ଲାଇଫ ଓ ନିଜ ଅଭିନୟ ପାଇଁ ସବୁବେଳେ ଚର୍ଚାରେ ରୁହନ୍ତି ଏହି ଅଭିନେତା ମାନେ । ହେଲେ ଆପଣ ମାନେ କଣ ଏହି ଅଭିନେତାଙ୍କର ସ୍ତ୍ରୀ ମାନଙ୍କ ବିଷୟରେ ଜାଣିଛନ୍ତି ।

ଆଜି ଆମେ ଆପଣ ମାନଙ୍କୁ କିଛି ଓଡିଆ ହିରୋଙ୍କ ସ୍ତ୍ରୀ ମାନଙ୍କ ବିଷୟରେ କହିବାକୁ ଯାଉଛୁ ତା ହେଲେ ବନ୍ଧୁଗଣ ଆସନ୍ତୁ ଜାଣିବା ଏହା ବିଷୟରେ । ସମ୍ବିତ ଆଚାର୍ଯ୍ୟ- ବନ୍ଧୁଗଣ ଆମ ଲିଷ୍ଟର ପ୍ରଥମ ସ୍ଥାନରେ ଅଛନ୍ତି ଓଡିଆ ଅଭିନେତା ସମ୍ବିତ ଆଚାର୍ଯ୍ୟ । ଆପଣ ମାନେ ସମସ୍ତେ ସମ୍ବିତଙ୍କୁ ଅନେକ ସୁପର ହିଟ ଫିଲ୍ମରେ ନିଶ୍ଚୟ ଦେଖିଥିବେ । ସମ୍ବିତଙ୍କ ପତ୍ନୀ ହେଉଛନ୍ତି ଶୟୋନା ମହାପାତ୍ର । ଶୟୋନା ବହୁତ ସୁନ୍ଦର ଓ ଆକର୍ଷିତ ନଜର ଆସନ୍ତି ।

ବାବୁସାନ ମହାନ୍ତି- ବନ୍ଧୁଗଣ ଆମ ଲିଷ୍ଟର ଦ୍ଵିତୀୟ ସ୍ଥାନରେ ଅଛନ୍ତି ଓଡିଆ ଇଣ୍ଡଷ୍ଟ୍ରିର ଲୋକପ୍ରିୟ ଅଭିନେତା ବାବୁସାନ ମହାନ୍ତି । ବାବୁସାନ ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ ଅଭିନୟ କରି ସୁନାମ ଅର୍ଜନ କରିଛନ୍ତି ଓ ତାଙ୍କ ଲୋକପ୍ରିୟତା ମଧ୍ୟ ବେସ ଅଧିକ ରହିଛି । ବାବୁସାନଙ୍କ ପତ୍ନୀ ହେଉଛନ୍ତି ତୃପ୍ତି ଶତପଥି । ତୃପ୍ତି ଓଲିଉଡ ଅଭିନେତ୍ରୀଙ୍କ ଠାରୁ କମ ନୁହନ୍ତି ସେ ବହୁତ ସୁନ୍ଦର ଦେଖାଯାନ୍ତି ।

ସୁଭାସିସ ଶର୍ମା- ବନ୍ଧୁଗଣ ଆମ ଲିଷ୍ଟର ତୃତୀୟ ସ୍ଥାନରେ ଅଛନ୍ତି ଓଡିଆ ଫିଲ୍ମ ଓ ଟିଭି ଇଣ୍ଡଷ୍ଟ୍ରିର ଲୋକପ୍ରିୟ ଅଭିନେତା ସୁଭାସିସ ଶର୍ମା । ସୁଭାସିସ ନିଜ ପର୍ଶନାଲ ଲାଇଫ ଓ ନିଜ ଅଭିନୟ ପାଇଁ ସବୁବେଳେ ଚର୍ଚାରେ ରୁହନ୍ତି । ସୁଭାସିସ ଅଭିନେତ୍ରୀ ଆନିଶା ଶର୍ମାଙ୍କ ସହ ପ୍ରେମ ବିବାହ କରିଛନ୍ତି ଓ ଏହି ଦୁଇ ଜଣଙ୍କର ଗୋଟିଏ ଝିଅ ମଧ୍ୟ ଅଛି ।

ଶ୍ରିତମ ଦାସ- ବନ୍ଧୁଗଣ ଆମ ଲିଷ୍ଟର ଚତୁର୍ଥ ସ୍ଥାନରେ ଅଛନ୍ତି ଓଡିଆ ଅଭିନେତା ଶ୍ରିତମ ଦାସ । ଶ୍ରିତମଙ୍କୁ ଆପଣ ମାନେ ଅନେକ ସୁପର ହିଟ ଫିଲ୍ମରେ ନିଶ୍ଚୟ ଦେଖିଥିବେ । ତେବେ ଶ୍ରିତମଙ୍କ ପତ୍ନୀଙ୍କ ନାମ ହେଉଛି ପୁନମ ଦାସ ।

ସିଦ୍ଧାନ୍ତ ମହାପାତ୍ର- ବନ୍ଧୁଗଣ ଆମ ଲିଷ୍ଟର ପଞ୍ଚମ ସ୍ଥାନରେ ଅଛନ୍ତି ଓଡିଆ ଇଣ୍ଡଷ୍ଟ୍ରିର ଦିଗଜ ଅଭିନେତା ସିଦ୍ଧାନ୍ତ ମହାପାତ୍ର । ସିଦ୍ଧାନ୍ତ ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ ଅଭିନୟ କରି ପ୍ରସିଦ୍ଧି ହାସଲ କରିଛନ୍ତି ଓ ତାଙ୍କ ଲୋକପ୍ରିୟତା ମଧ୍ୟ ବେସ ଅଧିକ ରହିଛି । ସିଦ୍ଧାନ୍ତଙ୍କ ପତ୍ନୀ ହେଉଛନ୍ତି ମାମା ମିଶ୍ର ।

ଦେବାଶିଷ ପାତ୍ର- ବନ୍ଧୁଗଣ ଆମ ଲିଷ୍ଟର ଶେଷ ସ୍ଥାନରେ ଅଛନ୍ତି ଓଡିଆ ଅଭିନେତା ଦେବାଶିଷ ମିଶ୍ର । ଦେବାଶିଷ ଓଡିଆ ଇଣ୍ଡଷ୍ଟ୍ରିରେ ଅନେକ ସୁପର ହିଟ ଫିଲ୍ମ କରିଛନ୍ତି । ଦେବାଶିଷଙ୍କ ପତ୍ନୀ ହେଉଛନ୍ତି ମୋନାଲିସା । ପୋସ୍ଟ ଟି ପୁରା ପଢିଥିବାରୁ ଧନ୍ୟବାଦ ! ଆମ ପୋସ୍ଟ ଟି ଆପଣଙ୍କୁ ଭଲ ଲାଗିଥିଲେ ଲାଇକ ଓ ଶେୟାର କରିବେ ଓ ଆଗକୁ ଆମ ସହ ରହିବା ପାଇଁ ଆମ ପେଜକୁ ଗୋଟିଏ ଲାଇକ କରିବେ ।

Leave a Reply

Your email address will not be published. Required fields are marked *