Ollywood ରେ ଶୋକର ଛାୟା ! ଆଉ ନାହାଁନ୍ତି ଓଡିଶାର ଲୋକପ୍ରିୟ ଅଭିନେତା Mihir Das

ବନ୍ଧୁଗଣ ଆପଣ ମାନେ ସମସ୍ତେ ଆମ ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ ଅଭିନୟ କରୁଥିବା ସମସ୍ତ ଅଭିନେତା ମାନଙ୍କୁ ବେସ ଭଲ ଭାବରେ ଜାଣିଥିବେ । ଏହି ଅଭିନେତା ମାନେ ନିଜ ଜୀବନରେ ଅନେକ କଷ୍ଟ ଓ ସଂଘର୍ଷ କରି ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ ସଫଳତା ହାସଲ କରିଥାନ୍ତି । ବନ୍ଧୁଗଣ ଆଜି ଆମେ ଆପଣ ମାନଙ୍କୁ ଯେଉଁ ଓଡିଆ ଅଭିନେତା ଜଣକଙ୍କ ବିଷୟରେ କହିବାକୁ ଯାଉଛୁ ସେ ଆମ ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ ପ୍ରସିଦ୍ଧି ହାସଲ କରିଛନ୍ତି ।

ଏହି ଅଭିନେତା ଜଣକ ଆଉ କେହି ନୁହେଁ ଏ ହେଉଛନ୍ତି ଓଡିଆ ଇଣ୍ଡଷ୍ଟ୍ରିର ଲୋକପ୍ରିୟ ଅଭିନେତା ମିହିର ଦାସ । ବନ୍ଧୁଗଣ ମିହିର ଦାସଙ୍କର ଅନେକ ସୁପର ହିଟ ଫିଲ୍ମ ଆପଣ ମାନେ ଦେଖିଥିବେ । ସେ ଅନେକ ଫିଲ୍ମର ନାୟକ ଓ ଖଳନାୟକର ଭୂମିକାରେ ନଜର ଆସିଛନ୍ତି । ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ ଅଭିନୟ କରି ମିହିର ଦାସ ପ୍ରସିଦ୍ଧି ହାସଲ କରିଛନ୍ତି ଓ ତାଙ୍କ ଲୋକପ୍ରିୟତା ମଧ୍ୟ ବେସ ଅଧିକ ରହିଛି ।

ହେଲେ ବନ୍ଧୁଗଣ ମିହିର ଦାସଙ୍କ ସହ ଜଡିତ ଏକ ବଡ ଖବର ସାମ୍ନାକୁ ଆସୁଛି । ବନ୍ଧୁଗଣ ଆଜି ଆମେ ଆପଣ ମାନଙ୍କୁ ଏହି ବଡ ଖବର ବିଷୟରେ କହିବାକୁ ଯାଉଛୁ ତା ହେଲେ ଆସନ୍ତୁ ଜାଣିବା ଏହି ଖବର ବିଷୟରେ । ବନ୍ଧୁଗଣ ବର୍ତ୍ତମାନ ଏକ ବଡ ଦୁଃଖ ଖବର ଆସିଛି ଓଡିଆ ଫିଲ୍ମ ଜଗତର ଲୋକପ୍ରିୟ ଅଭିନେତା ମିହିର ଦାସଙ୍କର ପରଲୋକ ଘଟିଛି । ଏସିବିରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି ।

ବନ୍ଧୁଗଣ ଦୀର୍ଘ କିଛି ଦିନ ହେବ ମିହିର ଦାସ କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ଦୀର୍ଘ ବର୍ଷ ଧରି ତାଙ୍କର କିଡ୍ନି ଜନିତ ସମସ୍ୟା ଥିବାରୁ ତାଙ୍କ ଅବସ୍ଥା ଗୁରୁତ୍ଵର ହୋଇଯାଇଥିଲା । ଗତ କିଛି ଦିନ ତଳେ ସେ ଏକ ଘରୋଇ ହସ୍ପିଟାଲରେ ରହି ଚିକିତ୍ସିତ ହେଉଥିଲେ ।  ଚିକିତ୍ସା ହେଉଥିବା ସମୟରେ ତାଙ୍କ ପୁଅ ଅମ୍ଳାନ ଦାସ ଗଣମାଧ୍ୟମ ସାମ୍ନାକୁ ଆସି ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ବିଷୟରେ କହିଥିଲେ ।

ବନ୍ଧୁଗଣ ଗତ କିଛି ସମୟ ତଳେ ତାଙ୍କର ମୃତ୍ୟୁ ଘଟିଛି । ମିହିର ଦାସଙ୍କ ମୃତ୍ୟୁ ପରେ ସାରା ଓଡିଶାରେ ଶୋକର ଛାୟା ଖେଳି ଯାଇଛି । ତା ହେଲେ ବନ୍ଧୁଗଣ ଆପଣ ମାନଙ୍କୁ ଓଡିଆ ଅଭିନେତା ମିହିର ଦାସ କେମିତି ଲାଗନ୍ତି ଆମକୁ କମେଣ୍ଟ କରି ନିଶ୍ଚୟ ଜଣାଇବେ, ଧନ୍ୟବାଦ ।

Leave a Reply

Your email address will not be published. Required fields are marked *