Ollywood ଅଭିନେତା Mihir Das ଙ୍କୁ ନେଇ ଆସିଲା ବଡ ଦୁଃଖ ଖବର, ଗୁରୁତର ଅବସ୍ଥାରେ Hospital ରେ ହେଲେ ଭର୍ତ୍ତି

ବନ୍ଧୁଗଣ ଆପଣ ମାନେ ସମସ୍ତେ ଆମ ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ ଅଭିନୟ କରୁଥିବା ସମସ୍ତ ଅଭିନେତା ମାନଙ୍କୁ ବେସ ଭଲ ଭାବରେ ଜାଣିଥିବେ । ଆଜି ଆମେ ଆପଣ ମାନଙ୍କୁ ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିର ଏକ ଏପରି ଅଭିନେତାଙ୍କ ବିଷୟରେ କହିବାକୁ ଯାଉଛୁ ଯିଏ ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ କାମ କରି ପ୍ରସିଦ୍ଧି ହାସଲ କରିଛନ୍ତି । ବନ୍ଧୁଗଣ ଏହି ଅଭିନେତା ଜଣକ ଆଉ କେହି ନୁହେଁ ଏ ହେଉଛନ୍ତି ମିହିର ଦାସ । ବନ୍ଧୁଗଣ ଆପଣ ମାନେ ସମସ୍ତେ ମିହିର ଦାସଙ୍କୁ ଅନେକ ସୁପର ହିଟ ଫିଲ୍ମରେ ନିଶ୍ଚୟ ଦେଖିଥିବେ ।

ମିହିର ନିଜ ଦମଦାର ଅଭିନୟ ପାଇଁ ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ ସୁନାମ ଅର୍ଜନ କରିଛନ୍ତି ଓ ତାଙ୍କ ଲୋକପ୍ରିୟତା ମଧ୍ୟ ବେସ ଅଧିକ ରହିଛି । ମିହିର ଅନେକ ଫିଲ୍ମରେ ହିରୋ ଓ ଖଳନାୟକ ଭୂମିକାରେ ନଜର ଆସିଛନ୍ତି । ହେଲେ ବନ୍ଧୁଗଣ ବର୍ତ୍ତମାନ ଆମ ସମସ୍ତଙ୍କ ପ୍ରିୟ ମିହିର ଦାସଙ୍କ ସହ ଜଡିତ ଏକ ବଡ ଖବର ସାମ୍ନାକୁ ଆସିଛି । ଆଜି ଆମେ ଆପଣ ମାନଙ୍କୁ ଏହି ବଡ ଖବର ବିଷୟରେ କହିବାକୁ ଯାଉଛୁ ତା ହେଲେ ବନ୍ଧୁଗଣ ଆସନ୍ତୁ ଜାଣିବା ଏହି ଖବର ବିଷୟରେ ।

ବନ୍ଧୁଗଣ ମିହିର ଦାସ ହେଉଛନ୍ତି ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିର ଜଣେ ବରିଷ୍ଠ ଅଭିନେତା । ସେ ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିକୁ ଅନେକ ସୁପର ହିଟ ଫିଲ୍ମ ଦେଇଛନ୍ତି । ନିଜ ସୁନ୍ଦର ଅଭିନୟ ପାଇଁ ସେ ଅନେକ ପୁରସ୍କାରରେ ମଧ୍ୟ ସମ୍ମାନିତ ହୋଇଛନ୍ତି । ମିଡିଆ ରିପୋର୍ଟସ ଅନୁସାରେ ମିହିର ଦାସ ଅସୁସ୍ଥ ଅଛନ୍ତି ।

ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିର ବରିଷ୍ଠ ଅଭିନେତା ମିହିର ଦାସଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତ୍ଵର ହେବାରୁ କଟକର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଚିକିତ୍ସା କରାଯାଉଛି । ଆଜି ତାଙ୍କୁ ଭେଣ୍ଟିଲେଟର ରେ ରଖାଯାଇ ତାଙ୍କର ଚିକିତ୍ସା କରାଯାଉଥିବାର ସୂଚନା ମିଳିଛି । ମିହିର ଦାସଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଉପରେ ନଜର ରଖିଛନ୍ତି ଡାକ୍ତରୀ ଟିମ । ପୂର୍ବରୁ ମିହିରଙ୍କର କିଡ୍ନି ଜନିତ ସମସ୍ୟା ରହିଥିଲା ଗତ ଦୁଇ ତିନ ଦିନ ହେବ ସ୍ଥିତି ବିଗିଡିବାରେ ଲାଗିଥିଲା ।

ତେଣୁ ତାଙ୍କୁ ବର୍ତ୍ତମାନ କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସା କରାଯାଉଛି । ଏହି ଖବରଟି ବର୍ତ୍ତମାନ ସମସ୍ତ ସ୍ଥାନରେ ଚର୍ଚାରେ ରହିଛି । ତା ହେଲେ ବନ୍ଧୁଗଣ ଆପଣ ମାନଙ୍କୁ ଓଡିଆ ଅଭିନେତା ମିହିର ଦାସ କେମିତି ଲାଗନ୍ତି ଆମକୁ କମେଣ୍ଟ କରି ନିଶ୍ଚୟ ଜଣାଇବେ, ପୋସ୍ଟ ଟି ପୁରା ପଢିଥିବାରୁ ଧନ୍ୟବାଦ ! ଆମ ପୋସ୍ଟ ଟି ଆପଣଙ୍କୁ ଭଲ ଲାଗିଥିଲେ ଲାଇକ ଓ ଶେୟାର କରିବେ ଓ ଆଗକୁ ଆମ ସହ ରହିବା ପାଇଁ ଆମ ପେଜକୁ ଗୋଟିଏ ଲାଇକ କରିବେ ।

Leave a Reply

Your email address will not be published. Required fields are marked *