Kumar Purnima ପାଇଁ ଫୁଲ ବଉଳ ବେଣୀ ଗୀତରେ ହିରୋଇନ Archita ଙ୍କ ଜବରଦସ୍ତ ଡ୍ୟାନ୍ସ, ଦେଖନ୍ତୁ Video

ଦର୍ଶକ ବନ୍ଧୁ ଆପଣ ମାନେ ସମସ୍ତେ ଆମ ଓଡିଆ ଇଣ୍ଡଷ୍ଟ୍ରିର ଅନେକ ଫିଲ୍ମ ଦେଖିଥିବେ । ବର୍ତ୍ତମାନ ଅବଶ୍ୟ ଓଡିଆ ଇଣ୍ଡଷ୍ଟ୍ରିର ଅବସ୍ଥା ଟିକେ ଜଟିଳ ଅଛି ହେଲେ ଗୋଟେ ସମୟ ଥିଲା ଓଡିଆ ଇଣ୍ଡଷ୍ଟ୍ରି ବହୁତ ସଫଳତା ହାସଲ କରିଥିଲା । ତେବେ ଆଜି ଆମେ ଆପଣ ମାନଙ୍କୁ ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିର ଜଣେ ପ୍ରସିଦ୍ଧ ଅଭିନେତ୍ରୀଙ୍କ ବିଷୟରେ କହିବାକୁ ଯାଉଛୁ  । ସାଧାରଣତଃ ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ ଅଭିନୟ କରୁଥିବା ସମସ୍ତ ଅଭିନେତ୍ରୀ ମାନେ ନିଜ ସୁନ୍ଦରତା ଓ ନିଜ ପର୍ଶନାଲ ଲାଇଫ ପାଇଁ ସବୁବେଳେ ଚର୍ଚ୍ଚାରେ ରୁହନ୍ତି ।

ଆଜି ଆମେ ଆପଣ ମାନଙ୍କୁ ଯେଉଁ ଓଡିଆ ଅଭିନେତ୍ରୀ ଜଣକଙ୍କ ବିଷୟରେ କହିବାକୁ ଯାଉଛୁ ସେ ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ ଅଭିନୟ କରି ସୁନାମ ଅର୍ଜନ କରିଛନ୍ତି । ବନ୍ଧୁଗଣ ଏହି ଓଡିଆ ଅଭିନେତ୍ରୀ ଜଣକ ଆଉ କେହି ନୁହେଁ ଏ ହେଉଛନ୍ତି ଅର୍ଚ୍ଚିତା ସାହୁ । ଆପଣ ମାନେ ସମସ୍ତେ ଅର୍ଚ୍ଚିତାଙ୍କ ଅନେକ ସୁପର ହିଟ ଫିଲ୍ମ ଦେଖିଥିବେ ।

ଅର୍ଚ୍ଚିତା ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ ସୁନାମ ଅର୍ଜନ କରିଛନ୍ତି ଆଉ ତାଙ୍କ ଲୋକପ୍ରିୟତା ମଧ୍ୟ ବେସ ଅଧିକ ରହିଛି । ଅର୍ଚ୍ଚିତାଙ୍କ ସୁନ୍ଦରତା ଓ ତାଙ୍କ ଅଭିନୟକୁ ଓଡିଶା ବାସୀ ବେସ ପସନ୍ଦ କରନ୍ତି । ଅର୍ଚ୍ଚିତା ଓଡିଆ ଇଣ୍ଡଷ୍ଟ୍ରିର ଦିଗଜ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ସହ ଗତ ବର୍ଷ ବିବାହ କରିଥିଲେ । ବିବାହ କରିବା ପରେ ଉଭୟ ସବ୍ୟ ଏବଂ ଅର୍ଚ୍ଚିତା କିଛି ନା କିଛି କାରଣ ପାଇଁ ଚର୍ଚ୍ଚାରେ ରହୁଛନ୍ତି ।

ଦର୍ଶକ ବନ୍ଧୁ ଆସିବା ଦିନରୁ ଅର୍ଚ୍ଚିତା ନିଜ ସୋସିଆଲ ମିଡିଆ ଆକାଉଣ୍ଟରେ ନୂଆ ନୂଆ ଫଟୋ ଏବଂ ଭିଡିଓ ଅପଲୋଡ କରନ୍ତି ଯାହା ଦେଖୁ ଦେଖୁ ଭାଇରାଲ ହୋଇଯାଏ । ତେବେ ଗତ କିଛି ସମୟ ହେବ ଅର୍ଚ୍ଚିତାଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ଏହି ଭିଡିଓ ପାଇଁ ଅର୍ଚ୍ଚିତା ଏବେ ପୁଣି ଚର୍ଚ୍ଚାକୁ ଆସିଛନ୍ତି ଆଉ ଆଜି ଆମେ ଆପଣ ମାନଙ୍କୁ ଅର୍ଚ୍ଚିତାଙ୍କ ଏହି ଭିଡିଓ ବିଷୟରେ କହିବାକୁ ଯାଉଛୁ ।

ବନ୍ଧୁଗଣ ଭାଇରାଲ ହେଉଥିବା ଭିଡିଓରେ ଅର୍ଚ୍ଚିତା ଫୁଲ ବଉଳ ବେଣୀ ଗୀତରେ ଡ୍ୟାନ୍ସ କରୁଥିବାର ନଜର ଆସୁଛନ୍ତି । ସେ କିଛି ଛୋଟ ଛୋଟ ଝିଅଙ୍କ ସହ ଅତି ସୁନ୍ଦର ନୃତ୍ୟ ପଦର୍ଶନ କରିଛନ୍ତି । ଏହି ଭିଡିଓଟିକୁ ତାଙ୍କ ଫ୍ୟାନ୍ସ ମାନେ ବହୁତ ଅଧିକ ପସନ୍ଦ କରିଛନ୍ତି । ତା ହେଲେ ବନ୍ଧୁଗଣ ଅର୍ଚ୍ଚିତାଙ୍କ ଏହି ଭିଡିଓଟି ଆପଣ ମାନଙ୍କୁ କେମିତି ଲାଗିଲା ଆମକୁ କମେଣ୍ଟ ମାଧ୍ୟମରେ ନିଶ୍ଚୟ ଜଣାଇବେ, ଧନ୍ୟବାଦ ।

Leave a Reply

Your email address will not be published. Required fields are marked *