ସ୍ଵାମୀଙ୍କ ସହ ଅଭିନେତ୍ରୀ Priyanka ଙ୍କ ରୋମାଣ୍ଟିକ ଭିଡିଓ ଦେଖିଲେ ହସି ହସି ଗଡିବେ, ଦେଖନ୍ତୁ Video 

ବନ୍ଧୁଗଣ ଆପଣ ମାନେ ସମସ୍ତେ ଆମ ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ ଅଭିନୟ କରୁଥିବା ସମସ୍ତ ଅଭିନେତ୍ରୀ ମାନଙ୍କୁ ବେସ ଭଲ ଭାବରେ ଜାଣିଥିବେ । ଏହି ଅଭିନେତ୍ରୀ ମାନେ ନିଜ ପର୍ଶନାଲ ଲାଇଫ ଓ ନିଜ ସୁନ୍ଦରତା ପାଇଁ ସବୁବେଳେ ଚର୍ଚ୍ଚାରେ ରୁହନ୍ତି । ତେବେ ବନ୍ଧୁଗଣ ଆଜି ଆମେ ଆପଣ ମାନଙ୍କୁ ଯେଉଁ ଓଡିଆ ଅଭିନେତ୍ରୀ ଜଣକଙ୍କ ବିଷୟରେ କହିବାକୁ ଯାଉଛୁ ସେ ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ ପ୍ରସିଦ୍ଧି ହାସଲ କରିଛନ୍ତି ।

ବନ୍ଧୁଗଣ ଏହି ଅଭିନେତ୍ରୀ ଜଣକ ଆଉ କେହି ନୁହେଁ ଏ ହେଉଛନ୍ତି ପ୍ରିୟଙ୍କା । ବନ୍ଧୁଗଣ ଆପଣ ମାନେ ସମସ୍ତେ ଓଡିଆ ଅଭିନେତ୍ରୀ ପ୍ରିୟଙ୍କାଙ୍କ ଅନେକ ସୁପର ହିଟ ଫିଲ୍ମ ଦେଖିଥିବେ । ପ୍ରିୟଙ୍କା ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିର ଜଣେ ପ୍ରସିଦ୍ଧ ଅଭିନେତ୍ରୀ ଅଟନ୍ତି । ପ୍ରିୟଙ୍କା ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ ଅନେକ ସୁପର ହିଟ ଫିଲ୍ମ କରି ପ୍ରସିଦ୍ଧି ହାସଲ କରିଛନ୍ତି ଓ ତାଙ୍କ ଲୋକପ୍ରିୟତା ମଧ୍ୟ ବେସ ଅଧିକ ରହିଛି ।

ତେବେ ବନ୍ଧୁଗଣ ଆସିବା ଦିନରୁ ପ୍ରିୟଙ୍କା ସୋସିଆଲ ମିଡିଆରେ ବହୁତ ଆକ୍ଟିଭ ରୁହନ୍ତି । ପ୍ରିୟଙ୍କାଙ୍କ ସୁନ୍ଦରତା ଓ ତାଙ୍କ ଅଭିନୟକୁ ଦର୍ଶକ ମାନେ ବେସ ପସନ୍ଦ କରନ୍ତି । ପ୍ରିୟଙ୍କା ସେଥିପାଇଁ ନିଜ ସୋସିଆଲ ମିଡିଆ ଆକାଉଣ୍ଟରେ ନିଜର ନୂଆ ନୂଆ ଫଟୋ ଓ ଭିଡିଓ ସେୟାର କରନ୍ତି ଯାହା ଦେଖୁ ଦେଖୁ ଭାଇରାଲ ହୋଇଯାଏ ।

ବନ୍ଧୁଗଣ ଗତ କିଛି ସମୟ ହେବ ପ୍ରିୟଙ୍କାଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ବହୁତ ଭାଇରାଲ ହେଉଛି । ଏହି ଭିଡିଓଟି ଏବେ ସମସ୍ତ ସ୍ଥାନରେ ଚର୍ଚ୍ଚାର ବିଷୟ ମଧ୍ୟ ପାଲଟିଛି । ଆଉ ଆଜି ଆମେ ଆପଣ ମାନଙ୍କୁ ପ୍ରିୟଙ୍କାଙ୍କ ଏହି ଭିଡିଓ ବିଷୟରେ କହିବାକୁ ଯାଉଛୁ । ତା ହେଲେ ବନ୍ଧୁଗଣ ଆଉ ଡେରି ନକରି ଆସନ୍ତୁ ଜାଣିବା ଏହି ଭିଡିଓ ବିଷୟରେ । ବନ୍ଧୁଗଣ ଭାଇରାଲ ହେଉଥିବା ଭିଡିଓରେ ପ୍ରିୟଙ୍କା ନିଜ ସ୍ଵାମୀଙ୍କ ସହ ମସ୍ତି କରୁଥିବାର ନଜର ଆସୁଛନ୍ତି ।

ପ୍ରିୟଙ୍କା ନିଜ ସ୍ଵାମୀଙ୍କ ସହ ରୋଷେଇ କରୁଥିବା ସମୟରେ ରିଲ୍ସ ଭିଡିଓ କରୁଛନ୍ତି ଯାହା ଦେଖିଲେ ଆପଣ ମାନେ ବହୁତ ହସିବେ । ପ୍ରିୟଙ୍କା ଓ ତାଙ୍କ ସ୍ଵାମୀ ପରସ୍ପରକୁ ବହୁତ ଅଧିକ ଭଲ ପାନ୍ତି । ଉଭୟଙ୍କ ଯୋଡିକୁ ମଧ୍ୟ ଲୋକମାନେ ବେସ ଅଧିକ ପସନ୍ଦ କରନ୍ତି ।

ତା ହେଲେ ବନ୍ଧୁଗଣ ଆପଣ ମାନଙ୍କୁ ପ୍ରିୟଙ୍କା ଓ ତାଙ୍କ ସ୍ଵାମୀଙ୍କର ଏହି ମଜାଦାର ଭିଡିଓ କେମିତି ଲାଗିଲା ଆମକୁ କମେଣ୍ଟ କରି ନିଶ୍ଚୟ ଜଣାଇବେ, ପୋସ୍ଟ ଟି ପୁରା ପଢିଥିବାରୁ ଧନ୍ୟବାଦ ! ଆମ ପୋସ୍ଟ ଟି ଆପଣଙ୍କୁ ଭଲ ଲାଗିଥିଲେ ଲାଇକ ଓ ଶେୟାର କରିବେ ଓ ଆଗକୁ ଆମ ସହ ରହିବା ପାଇଁ ଆମ ପେଜକୁ ଗୋଟିଏ ଲାଇକ କରିବେ ।

Leave a Reply

Your email address will not be published. Required fields are marked *