ବନ୍ଧୁଗଣ ଆପଣ ମାନେ ସମସ୍ତେ ଆମ ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ ଅଭିନୟ କରୁଥିବା ସମସ୍ତ ଅଭିନେତା ମାନଙ୍କୁ ବେସ ଭଲ ଭାବରେ ଜାଣିଥିବେ । ଏହି ଅଭିନେତା ମାନେ ନିଜ ପର୍ଶନାଲ ଲାଇଫ ଓ ନିଜ ଜବରଦସ୍ତ ଅଭିନୟ ପାଇଁ ସବୁବେଳେ ଚର୍ଚ୍ଚାରେ ରୁହନ୍ତି । ତେବେ ବନ୍ଧୁଗଣ ଆଜି ଆମେ ଆପଣ ମାନଙ୍କୁ ଯେଉଁ ଓଡିଆ ଅଭିନେତାଙ୍କ ବିଷୟରେ କହିବାକୁ ଯାଉଛୁ ସେ ଆମ ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ ପ୍ରସିଦ୍ଧି ହାସଲ କରିଛନ୍ତି ।
ଏହି ଅଭିନେତା ଜଣକ ଆଉ କେହି ନୁହେଁ ଏ ହେଉଛନ୍ତି ବାବୁସାନ ମହାନ୍ତି । ବନ୍ଧୁଗଣ ବାବୁସାନ ହେଉଛନ୍ତି ଓଡିଆ ଇଣ୍ଡଷ୍ଟ୍ରିର ଜଣେ ଦିଗଜ ଅଭିନେତା । ସେ ଅଭିନୟ କରିବା ସହ ଭଲ ଗୀତ ମଧ୍ୟ ଗାନ୍ତି । ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ ବାବୁସାନ ଅନେକ ସୁପର ହିଟ ଫିଲ୍ମ କରି ସୁନାମ ଅର୍ଜନ କରିଛନ୍ତି ଆଉ ତାଙ୍କ ଲୋକପ୍ରିୟତା ମଧ୍ୟ ବେସ ଅଧିକ ରହିଛି ।
ତେବେ ବନ୍ଧୁଗଣ ବାବୁସାନ ଆସିବା ଦିନରୁ ନିଜ ସୋସିଆଲ ମିଡିଆ ଆକାଉଣ୍ଟରେ ନୂଆ ନୂଆ ଫଟୋ ଓ ଭିଡିଓ ଅପଲୋଡ କରନ୍ତି ଯାହା ଦେଖୁ ଦେଖୁ ଭାଇରାଲ ହେଇଯାଏ । ଆପଣ ମାନେ ସମସ୍ତେ ତ ଏହା ନିଶ୍ଚୟ ଜାଣିଥିବେ ଯେ, ବାବୁସାନଙ୍କର ଗତ କିଛି ମାସ ତଳେ ଏକ କୁନି ପୁଅ ଜନ୍ମ ହୋଇଛି । ବାବୁସାନ ନିଜ କୁନି ପୁଅ ସହ ବହୁତ ଫଟୋ ଓ ଭିଡିଓ ଅପଲୋଡ କରୁଛନ୍ତି ଯାହା ଦେଖୁ ଦେଖୁ ଭାଇରାଲ ହେଉଛି ।
ବନ୍ଧୁଗଣ ଗତ କିଛି ସମୟ ହେବ ବାବୁସାନ ଆଉ ତାଙ୍କ ପୁଅର ଏକ ଭିଡିଓ ସୋସିଆଲ ମିଡିଆରେ ବହୁତ ଭାଇରାଲ ହେବାରେ ଲାଗିଛି ଆଉ ଆଜି ଆମେ ଆପଣ ମାନଙ୍କୁ ଏହି ଭିଡିଓ ବିଷୟରେ କହିବାକୁ ଯାଉଛୁ । ତା ହେଲେ ବନ୍ଧୁଗଣ ଆଉ ଡେରି ନକରି ଆସନ୍ତୁ ଜାଣିବା ଏହା ବିଷୟରେ । ବନ୍ଧୁଗଣ ଭାଇରାଲ ହେଉଥିବା ଭିଡିଓରେ ବାବୁସାନ ନିଜ ପୁଅ ସହ ମସ୍ତି କରୁଥିବାର ନଜର ଆସୁଛନ୍ତି ।
କେବଳ ବାବୁସାନ ନୁହେଁ ତାଙ୍କ ମା ଅପରାଜିତା ମଧ୍ୟ ନିଜ ନାତି ସହ ଖେଳୁ ଥିବାର ନଜର ଆସୁଛନ୍ତି । ତେବେ ବନ୍ଧୁଗଣ ଆପଣ ମାନେ ତ ଏହା ନିଶ୍ଚୟ ଜାଣିଥିବେ ଯେ, ଏବେ ବାବୁସନଙ୍କର ନୂଆ ଫିଲ୍ମ ‘ପ୍ରେମମ’ ଥିଏଟରରେ ରିଲିଜ ହୋଇଛି ନିଜ ଫିଲ୍ମ ପାଇଁ ବି ବାବୁସାନ ବହୁତ ଚର୍ଚ୍ଚାରେ ଅଛନ୍ତି । ତା ହେଲେ ବନ୍ଧୁଗଣ ଆପଣ ମାନଙ୍କୁ ବାବୁସାନ ଆଉ ତାଙ୍କ ପୁଅର ଏହି ମସ୍ତି ଭିଡିଓ କେମିତି ଲାଗିଲା ଆମକୁ କମେଣ୍ଟ କରି ନିଶ୍ଚୟ ଜଣାଇବେ ।
ତେବେ ଏହାକୁ ନେଇ ଆପଣଙ୍କ ମତାମତ କଣ ନିଶ୍ଚିତ ଜଣାନ୍ତୁ । ପୋସ୍ଟ ଟି ପୁରା ପଢିଥିବାରୁ ଧନ୍ୟବାଦ ! ଆମ ପୋସ୍ଟ ଟି ଆପଣଙ୍କୁ ଭଲ ଲାଗିଥିଲେ ଲାଇକ ଓ ଶେୟାର କରିବେ ଓ ଆଗକୁ ଆମ ସହ ରହିବା ପାଇଁ ଆମ ପେଜକୁ ଗୋଟିଏ ଲାଇକ କରିବେ ।