ପୁଣି ମନ୍ଦିର ଉପରେ ଉଡିଲେ ଚିଲ… ମହାପ୍ରଭୁଙ୍କ ବଡ ସଙ୍କେତ…ଆସୁଛି ମହା ବିପଦ…ଦେଖନ୍ତୁ Video 

ବନ୍ଧୁଗଣ ବର୍ତ୍ତମାନର ଡିଜିଟାଲ ଦୁନିଆରେ ସମସ୍ତ ଲୋକ ସୋସିଆଲ ମିଡିଆ ସହ ଜଡିତ ଅଛନ୍ତି ଆଉ ଦୁନିଆରେ ଘଟୁଥିବା ସମସ୍ତ ଘଟଣା ଓ ଖବର ଗୁଡିକୁ ଲୋକମାନେ ଯେକୌଣସି ସ୍ଥାନରେ ରହି ଯେକୌଣସି ସମୟରେ ଦେଖି ପାରୁଛନ୍ତି । କ୍ୟାମେରାରେ କଏଦ ହୋଇଥିବା ଅନେକ ଆଶ୍ଚର୍ଯ୍ୟ ଜନକ ଘଟଣା ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ତେବେ ବନ୍ଧୁଗଣ ଗତ କିଛି ସମୟ ହେବ ସୋସିଆଲ ମିଡିଆରେ ଏକ ଘଟଣାର ଭିଡିଓ ବହୁତ ମାତ୍ରାରେ ଭାଇରାଲ ହେବାରେ ଲାଗିଛି ।

ଏହି ଭିଡିଓ ବିଷୟରେ ଜାଣିଲେ ଆପଣ ମାନେ ନିଶ୍ଚୟ ଆଶ୍ଚର୍ଯ୍ୟ ହେବେ । ଆଜି ଆମେ ଆପଣ ମାନଙ୍କୁ ଏହି ଭିଡିଓ ବିଷୟରେ କହିବାକୁ ଯାଉଛୁ । ତା ହେଲେ ବନ୍ଧୁଗଣ ଆଉ ଡେରି ନକରି ଆସନ୍ତୁ ଜାଣିବା ଏହି ଭିଡିଓ ବିଷୟରେ । ବନ୍ଧୁଗଣ ଏବେ ରାଜ୍ୟରେ ସମ୍ଭାବ୍ୟ ବନ୍ୟାକୁ ନେଇ ଭୟାବହ ପରିସ୍ଥିତି ସୃଷ୍ଟି ହୋଇଛି ।

ଆପଣ ମାନେ ସମସ୍ତେ ତ ଏହା ନିଶ୍ଚୟ ଜାଣିଥିବେ ଯେ, ଏବେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବନ୍ୟା ପ୍ରଭାବ ଦେଖିବାକୁ ମିଳିଛି । ହୀରାକୁଦ ଡ୍ୟାମ 40 ଗେଟ ଖୋଲିବା ପରେ ଏବେ ଲୋକ ମାନେ ଚିନ୍ତାରେ ପଡିଛନ୍ତି । ପୂର୍ବରୁ ମହାନଦୀ ଅବବାହିକାରେ ବଡ ବନ୍ୟା ଆସିଥିଲା ତେବେ ଏଥର କମ ପାଣି ଆସିଥିଲେ ମଧ୍ୟ ସ୍ଥିତି ଅଧିକ ଜଟିଳ ହୋଇଛି । ଛତିଶଗଡ ଓ ଓଡିଶାରେ ପ୍ରବଳ ବର୍ଷା ହେବା ପରେ ସୃଷ୍ଟି ହୋଇଛି ବନ୍ୟା ସ୍ଥିତି ।

ହୀରାକୁଦ ଜଳ ଭଣ୍ଡାରର ପଛୁଆ ପାଣିରେ ବରଗଡ ଜିଲ୍ଲାର ଅନେକ ଗାଁରେ ପାଣି ପଶିଥିବା ବେଳେ ତଳ ମୁଣ୍ଡରେ ସମ୍ବଲପୁର, ସୁବର୍ଣ୍ଣ ପୁର, ବୌଦ୍ଧ, ଅନୁଗୁଳ, ନୟାଗଡ, ଖୋର୍ଦ୍ଧା, କଟକ, ପୁରୀ, ଜଗତ ସିଂହ ପୁର, କେନ୍ଦ୍ରାପଡା  ଓ ଯାଜପୁର ଜିଲ୍ଲାର ଅନେକ ଅଞ୍ଚଳ ଜଳମଗ୍ନ ହୋଇଛି । ତେବେ ବନ୍ଧୁଗଣ ଏହାରି ମଧ୍ୟରେ ଏକ ଆଶ୍ଚର୍ଯ୍ୟ ଜନକ ଘଟଣା ପୁରୀ ଶ୍ରୀମନ୍ଦିରରେ ଘଟିଛି । ଗତ କିଛି ସମୟ ତଳେ ପୁରୀ ଶ୍ରୀମନ୍ଦିର ଉପରେ କିଛି ଚିଲ ଉଡୁ ଥିବାର ଦେଖିବାକୁ ମିଳିଛି ।

ଏହି ଘଟଣାଟି ପ୍ରଥମ ଥର ଘଟିନି ଆଗରୁ ମଧ୍ୟ ଏଭଳି ଏକ ଘଟଣା ଘଟିଛି । ତେବେ ଏହି ଘଟଣା ଘଟିବା ପରେ ଏବେ ଲୋକ ମାନେ ଚିନ୍ତାରେ ପଡି ଯାଇଛନ୍ତି । ଏହା ଏକ ବଡ ବିପଦ ର ସଙ୍କେତ ଦେଉ ନାହିଁ ତ ସମସ୍ତଙ୍କ ମନରେ କେବଳ ଗୋଟିଏ ପ୍ରଶ୍ନ । ଗୋଟେ ପଟେ ଓଡିଶାରେ ବନ୍ୟା ହେବାର ସମ୍ଭାବନା ଥିବା ବେଳେ ଏବେ ଶ୍ରୀମନ୍ଦିରରେ ଏଭଳି ଅଭାବନୀୟ ଘଟଣା ଘଟିଛି । ତେବେ ଏହି ଘଟଣା ଉପରେ ଆପଣ ମାନଙ୍କର ମତ କଣ ଆମକୁ କମେଣ୍ଟ ମାଧ୍ୟମରେ ନିଶ୍ଚୟ ଜଣାଇବେ, ଧନ୍ୟବାଦ ।

Leave a Reply

Your email address will not be published. Required fields are marked *