ରାହୁଲକୁ ଉଦ୍ଧାର କରିବାକୁ ପହଁଞ୍ଚିଲେ ଭାରତୀୟ ସେନା, ଉଧାର ହେବ ରାହୁଲ, ଦେଖନ୍ତୁ Video

ବନ୍ଧୁଗଣ ଆପଣ ମାନେ ସମସ୍ତେ ଛତିଶଗଡ ବୋରୱେଲରେ ଫସିଥିବା ନାବାଳକ ରାହୁଲ ବିଷୟରେ ତ ନିଶ୍ଚୟ ଜାଣିଥିବେ । ଗାତ ଭିତରେ ରାହୁଲ 80 ଘଣ୍ଟାରୁ ଅଧିକ ସମୟ ରହି ସାରିଛି । ଆଜି ପଞ୍ଚମ ଦିନରେ ଅପରେସନ ରାହୁଲ । ଗତ ଶୁକ୍ରବାର ଦିନ ରାହୁଲ ବୋରୱେଲରେ ଫସିଥିଲେ ଆଉ ଆଜି ହେଉଛି ମଙ୍ଗଳବାର । ଏ ପର୍ଯ୍ୟନ୍ତ ବି ରାହୁଲଙ୍କୁ ଉଦ୍ଧାର କରାଯାଇ ପାରି ନାହିଁ । ହେଲେ ରାହୁଲଙ୍କୁ ଉଦ୍ଧାର କରିବାକୁ ସମସ୍ତ ପ୍ରୟାସ ଜାରି ।

୮୦ ଫୁଟ ଗାତ ତଳେ ଫସି ରହିଛି ରାହୁଲ । ବନ୍ଧୁଗଣ ଆପଣ ମାନେ ଏହି କଥା ବି ନିଶ୍ଚୟ ଜାଣିଥିବେ ଯେ ରାହୁଲଙ୍କ ଉଦ୍ଧାର କାର୍ଯ୍ୟରେ ପଥର ବାଧକ ସାଜିଛି । ଧୀରେ ଧୀରେ ନିସ୍ତେଜ ହେଇ ଯାଉଛନ୍ତି ରାହୁଲ । ଛତିଶଗଡ ଯାଞ୍ଜଗିର ଚମ୍ପା ଜିଲ୍ଲା ଫିରିଡ ଗାଁରେ ଏବେ ଶୋକାକାଳ ପରିବେଶ ସୃଷ୍ଟି ହୋଇଛି । ରାହୁଲର ମା, ବାପା ଓ ସମ୍ପର୍କୀୟ ।

ଏବେ ମିଡିଆ ରିପୋର୍ଟସ ଅନୁସାରେ ରାହୁଲର ପାଖାପାଖି ପହଞ୍ଚିଲେଣି ଉଦ୍ଧାରକାରୀ ଦଳ । ଏନଡିଆରଏଫ, ଏସଡିଆରଏଫ, ରୋବୋଟିକ ଟିମ ଓ ଜିଲ୍ଲା ପ୍ରଶାସନ ଏହି ରେସକ୍ୟୁ ଅପରେସନକୁ ଆହୁରି ଜୋରଦାର କରିଛନ୍ତି । ଉଦ୍ଧାର କାର୍ଯ୍ୟ ଉପରେ ନଜର ରଖିଛନ୍ତି ଛତିଶଗଡ ମୁଖ୍ୟମନ୍ତ୍ରୀ । ତେବେ ବନ୍ଧୁଗଣ ରାହୁଲଙ୍କୁ ଉଦ୍ଧାର କରିବା ପାଇଁ ଉଦ୍ଧାରକାରୀ ଦଳ ଦିନ ରାତି ଏକ କରି ସାରିଛନ୍ତି ।

ଆଉ ଏହାରି ମଧ୍ୟରେ ଏକ ବଡ ଖବର ସାମ୍ନାକୁ ଆସୁଛି । ବନ୍ଧୁଗଣ ସାରା ଓଡିଶାର ନଜର ଏହି ଘଟଣା ଉପରେ ରହିଥିବା ବେଳେ ଏବେ ଯେଉଁ ଖବରଟି ଆସୁଛି ତାହା ଅତ୍ୟନ୍ତ ଆଶ୍ଵସ୍ତିକର ଖବର । ତା ହେଲେ ଆଜି ଆମେ ଆପଣ ମାନଙ୍କୁ ଏହି ଖବର ବିଷୟରେ କହିବାକୁ ଯାଉଛୁ । ବନ୍ଧୁଗଣ ଆଉ ଡେରି ନକରି ଆସନ୍ତୁ ଜାଣିବା ଏହି ଖବର ବିଷୟରେ । ବନ୍ଧୁଗଣ ରାହୁଲଙ୍କ ଉଦ୍ଧାର କାର୍ଯ୍ୟରେ ବିଳମ୍ବ ହେବାରୁ ବର୍ତ୍ତମାନ ଆସି ପହଞ୍ଚି ଛନ୍ତି ଭାରତୀୟ ସେନା ।

ଏନଡିଆରଏଫ ଓ ଭାରତୀୟ ସେନା ମିଶି କାମ କରିଲେ ରାହୁଲ ଅତି ଶୀଘ୍ର ଉଦ୍ଧାର କାରାଯାଇ ପାରିବ । ଏବେ ଉଦ୍ଧାର କାର୍ଯ୍ୟକୁ ଆହୁରି ତୀବ୍ର ଗତିରେ କରାଯିବ ବୋଲି ସୂଚନା ମିଳୁଛି । 80 ଘଣ୍ଟା ପର୍ଯ୍ୟନ୍ତ ବୋରୱେଲରେ ରହିବା ପରେ ବର୍ତ୍ତମାନ ରାହୁଲଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଭଲ ନଥିବା ଜଣା ପଡିଛି । ତେବେ ସବୁଠାରୁ ବଡ କଥା ହେଉଛି ଏବେ ଉଦ୍ଧାର କାର୍ଯ୍ୟରେ ସାମିଲ ହୋଇଛନ୍ତି ଭାରତୀୟ ସେନା । ତା ହେଲେ ବନ୍ଧୁଗଣ ଏହି ଖବରଟି ଆପଣ ମାନଙ୍କୁ କେମିତି ଲାଗିଲା ଆମକୁ କମେଣ୍ଟ କରି ନିଶ୍ଚୟ ଜଣାଇବେ, ଧନ୍ୟବାଦ ।

Leave a Reply

Your email address will not be published. Required fields are marked *