ନମସ୍କାର ବନ୍ଧୁଗଣ ତେବେ ଆଜି କାଲି ହେଉଛି ସୋସିଆଲ ମିଡ଼ିଆ ର ଯୁଗ ଏବଂ ସମସ୍ତେ ମଧ୍ୟ ସୋସିଆଲ ମିଡ଼ିଆ ରେ ଆକ୍ଟିଭ ମଧ୍ୟ ରହିଥାନ୍ତି । ବିଭିନ୍ନ ସୋସିଆଲ ଆପ ମାଧ୍ୟମରେ ଆପଣ ନିଜ ନିଜର ମନୋରଞ୍ଜନ କରୁଥିବେ । ତେବେ ଏହି ସୋସିଆଲ ମିଡ଼ିଆ ରେ ଅନେକ ଭିଡିଓ ଦେଖିବାକୁ ମିଳୁଛି ଏହାକୁ ଭିଡିଓ ର ଗନ୍ତାଘର ମଧ୍ୟ କୁହାଯାଏ । ତେବେ ସେଥି ମଧ୍ୟରୁ କିଛି ଭିଡିଓ ଲୋକ ମାନଂକୁ ପସନ୍ଦ ଆସୁଛି ତେବେ ସେହି ଭିଡିଓ କୁ ସେୟାର କରି ଭାଇରାଲ କରାଯାଉଛି ।
ତେବେ ଯଦି କୌଣସି ଭିଡିଓ ଖରାପ ଥାଏ କିମ୍ବା କୌଣସି ଅଦ୍ଭୁତ ଘଟଣା ମଧ୍ୟ ଘଟୁଥାଏ କୌଣସି ଭିଡିଓ ରେ ତେବେ ତାକୁ ମଧ୍ୟ ଲୋକମାନେ ଜଣଙ୍କ ପାଖରୁ ଆଉ ଜଣଙ୍କୁ ସେୟାର କରି ତାକୁ ମଧ୍ୟ ଭାଇରାଲ କରି ଥାଆନ୍ତି । ଦେଶ ର କୌଣସି ନା କୌଣସି ସ୍ଥାନରେ କିଛି ନା କିଛି ଅଦ୍ଭୁତ ଘଟଣା ଘଟିଥାଏ ଯାହାକି କାହାର କ୍ୟାମେରା କିମ୍ବା ସିସିଟିଭି ରେ ରେକର୍ଡ ହୋଇ ଯାଇଥାଏ ।
ତେବେ ସେହି ଘଟଣା ବିଷୟରେ ଜାଣିଲେ କିମ୍ବା ଦେଖିଲେ ଆପଣ ନିଶ୍ଚିତ ଆଶ୍ଚର୍ଯ୍ୟ ହୋଇଯିବେ ଏବଂ ଆପଣଙ୍କ ଲୋମ ମଧ୍ୟ ଟାଙ୍କୁରି ଉଠିବ । ତେବେ ସେହି ଭଳି ଏକ ଦୃଶ୍ୟ ବର୍ତ୍ତମାନ ଦେଖିବାକୁ ମିଳୁଛି ତେବେ ଆସନ୍ତୁ ଜାଣିନେବା ସେହି ବିଷୟ ରେ ।
ତେବେ ବର୍ତ୍ତମାନ ଗୋଟିଏ ଭିଡିଓ ଭାଇରାଲ ହେଉଛି ଯେଉଁଠି ଦେଖିବାକୁ ମିଳୁଛି କି ରାସ୍ତାରେ ମାଛ ଗୁଡିକ ପଡିଛନ୍ତି ଏବଂ ବୁଢା ଠାରୁ ଆରମ୍ଭ କରି ଛୋଟ ଛୁଆ ପର୍ଯ୍ୟନ୍ତ ସମସ୍ତେ ମାଛ ଉଠେଇବାକୁ ଯାଉଛନ୍ତି କିଏ ବ୍ୟାଗରେ ତ କିଏ ନିଜ ଗାମୁଛା ରେ କିଏ ନିଜ ସାର୍ଟରେ ତ କିଏ ନିଜ ଶାଢୀରେ ତେବେ ଏମିତି ମାଛ ଉଠେଇବା ପାଇଁ ଗାଡି ମଟର ଯିବା ମଧ୍ୟ ବନ୍ଦ କରି ଦେଇଥିଲେ ।
ତେବେ ଏହା ଦେଖି ଏପରି ଲାଗୁଥିଲା ସତେ ଯେପରି ମାଛ ର ବର୍ଷା ହୋଇଥିଲା କିନ୍ତୁ ଏହା ସତ୍ୟ ନୁହେଁ । ତେବେ ମାଛ ନେଇ ଯାଉଥିବା ଗାଡି ଟି ହଠାତ ଓଲଟି ଯାଇଥିଲା ଯାହା ଯୋଗୁଁ ମାଛ ସବୁ ରାସ୍ତା ରେ ପଡି ଯାଇଥିଲେ ଏବଂ ଲୋକମାନେ ମାଛ ଲୋଭ ରେ ମାଛ ଗୋଟେଇବା ଆରମ୍ଭ କରି ଦେଇଥିଲେ । ତେବେ ଏହି ଘଟଣା ଟି ବିହାର ରେ ଘଟିଛି ।
ତେବେ ଏହାକୁ ନେଇ ଆପଣଙ୍କ ମତାମତ କଣ ନିଶ୍ଚିତ ଜଣାନ୍ତୁ । ପୋସ୍ଟ ଟି ପୁରା ପଢିଥିବାରୁ ଧନ୍ୟବାଦ ! ଆମ ପୋସ୍ଟ ଟି ଆପଣଙ୍କୁ ଭଲ ଲାଗିଥିଲେ ଲାଇକ ଓ ଶେୟାର କରିବେ ଓ ଆଗକୁ ଆମ ସହ ରହିବା ପାଇଁ ଆମ ପେଜକୁ ଗୋଟିଏ ଲାଇକ କରିବେ ।