ବନ୍ଧୁଗଣ ଆପଣ ମାନେ ସମସ୍ତେ ଆମ ଓଡିଆ ଟିଭି ଇଣ୍ଡଷ୍ଟ୍ରିରେ ଅଭିନୟ କରୁଥିବା ସମସ୍ତ ଅଭିନେତ୍ରୀ ମାନଙ୍କୁ ବେସ ଭଲ ଭାବରେ ଜାଣିଥିବେ । ଏହି ଅଭିନେତ୍ରୀ ମାନେ ନିଜ ପର୍ଶନାଲ ଲାଇଫ ଓ ନିଜ ସୁନ୍ଦରତା ପାଇଁ ସୋସିଆଲ ମିଡିଆରେ ସବୁବେଳେ ଚର୍ଚ୍ଚାରେ ରୁହନ୍ତି । ତେବେ ବନ୍ଧୁଗଣ ଆଜି ଆମେ ଆପଣ ମାନଙ୍କୁ ଯେଉଁ ଓଡିଆ ଅଭିନେତ୍ରୀ ଜଣକଙ୍କ ବିଷୟରେ କହିବାକୁ ଯାଉଛୁ ସେ ଆମ ଓଡିଆ ଟିଭି ଇଣ୍ଡଷ୍ଟ୍ରିରେ ପ୍ରସିଦ୍ଧି ହାସଲ କରିଛନ୍ତି ।
ଏହି ଅଭିନେତ୍ରୀ ଜଣକ ଆଉ କେହି ନୁହେଁ ଏ ହେଉଛନ୍ତି ସୋମାଲିନ ପରିଡା । ବନ୍ଧୁଗଣ ଆପଣ ମାନେ ସମସ୍ତେ ଓଡିଆ ଅଭିନେତ୍ରୀ ସୋମାଲିନଙ୍କ ଦମଦାର ଅଭିନୟ ତ ନିଶ୍ଚୟ ଦେଖିଥିବେ । ସୋମାଲିନ ନିଜ ସୁନ୍ଦରତା ଓ ନିଜ ରିଲ୍ସ ଭିଡିଓ ପାଇଁ ସୋସିଆଲ ମିଡିଆରେ ସବୁବେଳେ ଚର୍ଚ୍ଚାରେ ରୁହନ୍ତି । ସୋମାଲିନ ନିଜର ଦମଦାର ଅଭିନୟ ପଦର୍ଶନ କରି ଓଡିଆ ଟିଭି ଇଣ୍ଡଷ୍ଟ୍ରିରେ ସୁନାମ ଅର୍ଜନ କରିଛନ୍ତି ଓ ତାଙ୍କ ଲୋକପ୍ରିୟତା ମଧ୍ୟ ବେସ ଅଧିକ ରହିଛି ।
ତେବେ ବନ୍ଧୁଗଣ ଆପଣ ମାନେ ତ ଏହା ନିଶ୍ଚୟ ଜାଣିଥିବେ ଯେ, ସୋମାଲିନ ହେଉଛନ୍ତି ଓଡିଆ ଇଣ୍ଡଷ୍ଟ୍ରିର ଲୋକପ୍ରିୟ ଅଭିନେତ୍ରୀ ଜାଙ୍କଲିନ ପରିଡାଙ୍କ ଭଉଣୀ । ଏହି ଦୁଇ ଭଉଣୀ ଓଡିଆ ଟିଭି ଇଣ୍ଡଷ୍ଟ୍ରିରେ ସଫଳତା ହାସଲ କରିଛନ୍ତି । ବନ୍ଧୁଗଣ ଗତ କିଛି ମାସ ତଳେ ସୋମାଲିନ ନିଜ ପୁରୁଷ ବନ୍ଧୁ ନିଶିଥଙ୍କ ସହ ବିବାହ କରିଥିଲେ । ବିବାହ ପରଠାରୁ ସୋମାଲିନ କୌଣସି ନା କୌଣସି କାରଣ ହେତୁ ସୋସିଆଲ ମିଡିଆରେ ଚର୍ଚ୍ଚାରେ ରହୁଛନ୍ତି ।
ତେବେ ବନ୍ଧୁଗଣ ଏବେ ମଧ୍ୟ ସୋମାଲିନଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ଏହି ଭିଡିଓଟିକୁ ତାଙ୍କ ଫ୍ୟାନ୍ସ ମାନେ ବହୁତ ପସନ୍ଦ କରିଛନ୍ତି ଓ ଆଜି ଆମେ ଆପଣ ମାନଙ୍କୁ ଏହି ଭିଡିଓ ବିଷୟରେ କହିବାକୁ ଯାଉଛୁ । ତା ହେଲେ ବନ୍ଧୁଗଣ ଆସନ୍ତୁ ଜାଣିବା ଏହି ଭିଡିଓ ବିଷୟରେ ।
ବନ୍ଧୁଗଣ ଆପଣ ମାନେ ତ ଏହା ନିଶ୍ଚୟ ଜାଣିଥିବେ ଯେ, ଗତ କାଲି ଭାଲେଣ୍ଟାଇନ ଡେ ଥିଲା ଓ ଏହି ଅବସରରେ ସୋମାଲିନଙ୍କୁ ଏକ ସୁନ୍ଦର ସପ୍ରାଇଜ ଦେଇଛନ୍ତି ତାଙ୍କ ସ୍ଵାମୀ ନିଶିଥ । ସୋମାଲିନଙ୍କୁ ସପ୍ରାଇଜ ଦେବାର ଭିଡିଓ ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେଉଛି । ତା ହେଲେ ବନ୍ଧୁଗଣ ଆପଣ ମାନଙ୍କୁ ଏହି ଭିଡିଓଟି କେମିତି ଲାଗିଲା ଆମକୁ କମେଣ୍ଟ କରି ନିଶ୍ଚୟ ଜଣାଇବେ, ତେବେ ଏହାକୁ ନେଇ ଆପଣଙ୍କ ମତାମତ କଣ ନିଶ୍ଚିତ ଜଣାନ୍ତୁ । ପୋସ୍ଟ ଟି ପୁରା ପଢିଥିବାରୁ ଧନ୍ୟବାଦ ! ଆମ ପୋସ୍ଟ ଟି ଆପଣଙ୍କୁ ଭଲ ଲାଗିଥିଲେ ଲାଇକ ଓ ଶେୟାର କରିବେ ଓ ଆଗକୁ ଆମ ସହ ରହିବା ପାଇଁ ଆମ ପେଜକୁ ଗୋଟିଏ ଲାଇକ କରିବେ ।